ଆଜି ଜେଲରୁ ବାହାରି ପାରନ୍ତି ସାରଥି

କଟକ ଅଫିସ, ୨୫।୭: ସାରଥି ଓରଫ୍‌ ସନ୍ତୋଷ ରାଉଳ ଗୁରୁବାର ଜେଲରୁ ମୁକୁଳି ପାରନ୍ତି। କେନ୍ଦ୍ରାପଡ଼ା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବେଲ୍‌ ବଣ୍ଡ ଦାଖଲ ହୋଇଛି। ସେଠାରୁ ରିପୋର୍ଟ ଆସିବା ପରେ ସାରଥି ଜେଲରୁ ମୁକୁଳିବାର ସମ୍ଭାବନା ରହିଛି। ପୂର୍ବରୁ କେନ୍ଦ୍ରାପଡ଼ା ବାରିମୂଳ ଆଶ୍ରମ ଅନ୍ତେବାସିନୀ ମା’ ଝିଅଙ୍କ ମାମଲାରେ ହାଇକୋର୍ଟ ସାରଥିଙ୍କୁ ଜାମିନ ପ୍ରଦାନ କରିଛନ୍ତି।
୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ କୋର୍ଟ ଜାମିନ ଦେବା ସହ ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷରେ ୨୦୫୦ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୧୨ ସଞ୍ଜମ ଓ ସତର୍କତା ଅବଲମ୍ବନ ଦ୍ୱାରା ଏଡ୍‌ସକୁ ରୋକିହେବ। ନିଜେ ସଚେତନ ହୋଇ ଅନ୍ୟମାନଙ୍କୁ ସଚେତନ କରିପାରିଲେ ଜିଲା ଏଡ୍‌ସ ମୁକ୍ତ...

କରୋନା ଆକ୍ରାନ୍ତ ସରପଞ୍ଚ, ଆଶା, ଅଙ୍ଗନଓ୍ବାଡି କର୍ମୀଙ୍କ ସହ ଟେଲିଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସରପଞ୍ଚ, ଆଶା ଏବଂ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହ ଗୁରୁବାର ଟେଲିଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।...

ରୋଗ ପ୍ରତିରୋଧ ପାଇଁ ପିଲାଙ୍କୁ ମଦ ଦିଆଯିବା ଚର୍ଚ୍ଚା

ମାଲକାନଗିରି,୨୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସମସ୍ତେ ଚିନ୍ତିତ ଥିବା ବେଳେ ପଡ଼ିଆ ବ୍ଲକ ପରସନପାଲି...

ତାଳଚେର କୋଭିଡ୍‌ ଡାକ୍ତରଖାନା ପ୍ରସ୍ତୁତ

ତାଳଚେର, ୨୧ା୪(ନି.ପ୍ର.) ତାଳଚେରସ୍ଥିତ ନେହେରୁ ଶତାବ୍ଦୀ ସେଣ୍ଟ୍ରାଲ ହସ୍‌ପିଟାଲରେ ସୋମବାର ସ୍ବତନ୍ତ୍ର କୋଭିଡ-୧୯ ଡାକ୍ତରଖାନା ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ...

ଓଏଏସସ୍ତରରେ ଅଦଳବଦଳ: କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର, ୧୫।୭(ଅନିଲ ଦାସ): ରାଜ୍ୟ ସରକାର ବରିଷ୍ଠ ଓଏଏସସ୍ତରରେ ଅଦଳବଦଳ କରିଛନ୍ତି । ବରିଷ୍ଠ ଓଏଏସ୍‌ ଅଫିସର ପ୍ରସନ୍ନ କୁମାର ଷଡ଼ଙ୍ଗୀଙ୍କୁ ଓଡ଼ଶା ମଦ ନିଗମର...

ଅର୍ଥମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିଲେ ଜୟ ନାରାୟଣ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଗୃହରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅସତ୍ୟ ତଥ୍ୟ ଦେଇଛନ୍ତି। ତାଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଛନ୍ତି ଭାଜପା ସଦସ୍ୟ ଜୟ ନାରାୟଣ...

ଦୁଇ ରୋଡ୍‌ ରୋମିଓଙ୍କୁ ସାବାଡ୍‌ କରିବା ଘଟଣା: ସାହସୀ ବେବିନାଙ୍କୁ ପୁରସ୍କୃତ କଲେ ପୋଲିସ କମିଶନର

ଭୁବନେଶ୍ୱର ୧୧-୯(ବ୍ୟୁରୋ): ରବିବାର ଅପରାହ୍ନରେ ମଞ୍ଚେଶ୍ୱର ଥାନା ଜଗନ୍ନାଥନଗରରେ ଦୁଇଜଣ ରୋଡ୍‌ ରୋମିଓଙ୍କୁ ଇଞ୍ଜିନିୟରିଂ ଛାତ୍ରୀ ବେବିନା ମହାଲିକ ମାଡ଼ ମାିରିବା ସହ ବସ୍‌ଉଠ୍‌ କରି...

ଥାନାର ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ, ତାଙ୍କ ଶାଶୁ

କଟକ ଅଫିସ, ୬।୧୧: ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି ଓ ତାଙ୍କ ଶାଶୁ ମଧୁସ୍ମିତା ମହାନ୍ତି। ଉଭୟ ପରସ୍ପର ବିରୋଧରେ ଅଭିଯୋଗ ଆଣିଛନ୍ତି।...

Advertisement
Archives

Model This Week