ଆଜି ଡଲ୍‌ଫିନ ଗଣନା

ପୁରୀ ଅଫିସ, ୧୯ା୧:  ପୁରୀ ବିନ୍ୟପ୍ରାଣୀ ଡିଭିଜନରେ ରବିବାର ଡଲ୍‌ଫିନ ଗଣନା ହେବ। ସକାଳେ ଏହି ଗଣନା କରାଯିବା ଲାଗି ସମସ୍ତ ପ୍ରସ୍ତୁତି ସରିଛି। କିନ୍ତୁ ଗତ କିଛିଦିନ ହେବ ଘନ କୁହୁଡ଼ି ରହୁଛି। ତେଣୁ କୁହୁଡ଼ି ଛାଡ଼ିିବା ପରେ ଗଣନା ହେବ ବୋଲି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ପ୍ରଶାନ୍ତ କୁମାର ସ୍ବାଇଁ କହିଛନ୍ତି। ଏହି ଗଣତିରେ ସାମିଲ ହେବାକୁ ଥିବା କର୍ମଚାରୀଙ୍କୁ ବାଲୁଖଣ୍ଡ ରେଞ୍ଜ ଅଫିସରେ ପ୍ରଶିକ୍ଷଣ ଦିଆସରିଛି। ଦେବୀ ମୁହାଣରୁ ଚିଲିକା ମୁହାଣ (ଅରଖକୁଦା) ପର୍ଯ୍ୟନ୍ତ ପ୍ରାୟ ୧୦୦ କିମିରୁ ଊର୍ଦ୍ଧ୍ୱ ତଟବର୍ତ୍ତୀ ଅଞ୍ଚଳରେ ଡଲ୍‌ଫିନ ଗଣନା ହେବ। ଏଥିପାଇଁ ମୋଟ ୧୦ଟି ଟିମ୍‌ ଗଠନ କରାଯାଇଛି। ଗୋଟିଏ ଟିମ୍‌ରେ ୫ ଜଣ ଲେଖାଏ ରହିବେ। ନଦୀରେ ଗୋଟିଏ, ସମୁଦ୍ରରେ ୨ଟି ଏବଂ ସମୁଦ୍ର କୂଳରେ ୭ଟି ଟିମ୍‌ ନିୟୋଜିତ ହେବେ। ନଦୀରେ ଗୋଟିଏ ବୋଟ୍‌ ଏବଂ ସମୁଦ୍ରରେ ଦୁଇଟି (ଦେବୀ ମୁହାଣ-ଚନ୍ଦ୍ରଭାଗା ଏବଂ ଅରଖକୁଦା-ଚନ୍ଦ୍ରଭାଗା) ଟ୍ରଲରରେ ଗଣତି କରାଯିବ। ସମୁଦ୍ର କୂଳରେ ନିୟୋଜିତ ୭ଟି ଟିମ୍‌ ବାଇନାକୁଲାର ସାହାଯ୍ୟରେ ଗଣତି କରିବେ। ତେବେ ଯେଉଁ ନଦୀ, ସମୁଦ୍ରରେ ଗଣନା କରୁଥିବା ଟିମ୍‌ରେ ଅଧିକ ସଂଖ୍ୟକ କର୍ମଚାରୀ ରହିବେ ବୋଲି ଜଣାପଡ଼ିିଛି। ସୂଚନାଥାଉ କି, ଗତବର୍ଷ କୁହୁଡ଼ି ଯୋଗୁ ଗଣତି ଠିକ୍‌ ଭାବେ ହୋଇପାରି ନ ଥିବାରୁ ପୁରୀ ଡିଭିଜନରେ ଡଲ୍‌ଫିନ ଦେଖିବାକୁ ମିଳି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri