Posted inଜାତୀୟ

ଆଜି ଦିଲ୍ଲୀ ଭୋଟ

ନୂଆଦିଲ୍ଲୀ, ୮ା୨: ଦିଲ୍ଲୀ ବିଧାନସଭାର ୭୦ ଆସନ ଲାଗି ଶନିବାର ଭୋଟଗ୍ରହଣ କରାଯିବ। ଏଥିପାଇଁ ଗୂୁରୁବାର ସବୁ ଦଳ ପକ୍ଷରୁ ହାଇଭୋଲ୍ଟେଜ୍‌ ପ୍ରଚାର ସରିଥିବାବେଳେ ଶୁକ୍ରବାର ନିର୍ବାଚନ କମିଶନ (ଇସି) ଓ ପୋଲିସ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ କରାଯିବ। ୧,୪୭, ୮୬,୩୮୨ ଭୋଟର ସେମାନଙ୍କ ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବେ। ଏହି ମତଦାନ ସହ ୬୭୨ ପ୍ରାର୍ଥୀଙ୍କ ଭାଗ୍ୟ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍‌)ରେ ବନ୍ଦ ହୋଇଯିବ। ଭୋଟ ଶେଷ ହେବା ନ ଯାଏ ଏକ୍‌ଜିଟ୍‌ ପୋଲ୍‌ ଆକଳନ ପ୍ରକାଶ ନ କରିବା ପାଇଁ ଗଣମାଧ୍ୟମଗୁଡ଼ିକ ଉପରେ ଇସି ରୋକ ଲଗାଇଛନ୍ତି। ତେଣୁ ଏହା ପରେ ବୁଥ୍‌ ଫେରନ୍ତା ମତଦାତାଙ୍କୁ ନେଇ ବିଭିନ୍ନ ଜନମତ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ସନ୍ଧ୍ୟା ୬ଟା ୩୦ରେ ଏକ୍‌ଜିଟ୍‌ ପୋଲ ପ୍ରକାଶ ପାଇବ। ୧୧ ତାରିଖ (ମଙ୍ଗଳବାର) ଭୋଟ ଗଣତି ପରେ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri