ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ ଦେବା ପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ଭକ୍ତ ପୁରୀକୁ ଆସିଥିବା ଦେଖିବାକୁ ମିଳିଛି। ରବିବାର ସକାଳୁ ସିଂହଦ୍ୱାର ସମ୍ମୁଖରେ ବଡ଼ବଡ଼ୁଆଙ୍କୁ ଡକାଯାଉଛି। ପବିତ୍ର ମହାଳୟା ଅବସରରେ ପିତୃପୁରୁଷଙ୍କୁ ଆବାହନ କରାଯାଇଥିଲା। ଏହା ଏକ ସାମୁହିକ ଶ୍ରାଦ୍ଧ ଉତ୍ସବ ହୋଇଥିବାରୁ ଶ୍ରୀମନ୍ଦିର ସମ୍ମୁଖରେ ଶ୍ରଦ୍ଧାଳୁମାନେ ନିଜ ନିଜ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଇଛନ୍ତି। ଭକ୍ତଙ୍କ ପ୍ରବଳ ସମାଗମ ନେଇ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି। ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ୫ ପ୍ଲାଟୁନ୍‌ ପୋଲିସ ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନପୁର ମଦ ମୃତ୍ୟୁ ଘଟଣା: ୬ ମାସ ପରେ ବି ଆସିଲାନି ଭିସେରା ରିପୋର୍ଟ

ଅନୁଗୋଳ ଅଫିସ, ୧।୭:  ଅନୁଗୋଳ ଜିଲା ବନ୍ତଳା ଥାନା ଚନ୍ଦନପୁରଠାରେ ଏକ କୁକୁଡା ଫାର୍ମରେ ବିଷାକ୍ତ ମଦ ପିଇ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ...

୨୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

ଗୋପାଳପୁର,୧୯ା୮(ନବୀନ ରାଜ୍‌ ଆଚାରୀ)- ୧୬ ନମ୍ବର ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅଧୀନ ସୋରଲା ରୋଡ ଜଙ୍କସନ ନିକଟରୁ ଶନିବାର ପୋଲିସ ୨୨ ଲକ୍ଷରୁ ଊର୍ଦ୍ଧ୍ୱ...

ଦୁଇଦିନ ଝଡ଼ତୋଫାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା। ଶନିବାରଠାରୁ ରବିବାର ସକାଳ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଭୁବନେଶ୍ୱର...

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୮ ଗିରଫ

ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ପୋଲିସ ବୁଧିଆପାଲିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି। ଚଢ଼ାଉରେ ଜୁଆଖେଳରେ ବ୍ୟବହୃତ ସାମଗ୍ରୀ ସହିତ...

ଦୁଃଶାସନ ହତ୍ୟା ମାମଲା, ୪ଜଣଙ୍କୁ ଅଟକ ରଖି ପୋଲିସର ତନାଘନା

ବୌଦ୍ଧ, ୨୧ା୪(ସ୍ବ.ପ୍ର) ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ କାଶଲପୁର ଗ୍ରାମ ସମୀପ ଏକ କ୍ଷେତରୁ ରବିବାର ଗଁାର ଦୁଃଶାସନ ଗୁରୁ (୪୫)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ...

ପାର୍ବଣ ପୂର୍ବରୁ ନକଲି ବିଦେଶୀ ମଦ ପ୍ରସ୍ତୁତି: ଠାବ ହେଲା କାରଖାନା

ବ୍ରହ୍ମପୁର ଅଫିସ,୯ା୯: ବଡବଜାର ଥାନା ଅଧୀନ ଓମ୍‌ ନଗରରେ ଚାଲିଥିବା ଏକ ନକଲି ମଦ କାରଖାନାରେ ଶୁକ୍ରବାର ଅବକାରୀ ବିଭାଗର ଏକ ଟିମ୍‌ ଚଢ଼ାଉ କରିଥିଲା।...

ଓଡ଼ିଶାର ବନ୍ୟା ବିପତ୍ତି ଆଟ୍‌ଲାସ ଉନ୍ମୋଚିତ: କ୍ଷତିଗ୍ରସ୍ତ ଅଞ୍ଚଳ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ଏଣିକି ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ରାଜ୍ୟ ସରକାର ସ୍ବତନ୍ତ୍ର ଧ୍ୟାନ ଦେବେ। ୨୦୦୦ରୁ ୨୦୧୮ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ବନ୍ୟା ସମ୍ପର୍କିତ ବିଭିନ୍ନ...

ପୋଲିସ-ଓକିଲ ମୁହାଁମୁହିଁ

ଦେବଗଡ଼,୧୨ା୧୨(ଡି.ଏନ୍‌.ଏ.): ଓକିଲଙ୍କ ବିରୋଧରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପ୍ରତ୍ୟାହାର ଦାବିରେ ଦେବଗଡ଼ ଜିଲା ନ୍ୟାୟାଳୟ ସମ୍ମୁଖରେ ସୋମବାର ଜିଲା ଓକିଲ ସଂଘ ପକ୍ଷରୁ ପ୍ରତିବାଦ କରାଯାଇଥିଲା।...

Advertisement
Archives

Model This Week