ଆଜି ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର, ୮ା୬(ବ୍ୟୁରୋ): ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡଙ୍ଗୀ କେନ୍ଦ୍ରମନ୍ତ୍ରୀଭାବେ ଶପଥ ନେବାପରେ ପ୍ରଥମ ଥର ପାଇଁ ଶନିବାର ଓଡିଶା ଆସୁଛନ୍ତି। ସେମାନଙ୍କ ସହ ରାଜ୍ୟ ପ୍ରଭାରୀ ଅରୁଣ ସିଂ ମଧ୍ୟ ରାଜ୍ୟ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନେ ଭୁବନେଶ୍ୱର ବିମାନବନ୍ଦରରେ ସକାଳ ୮ଟା ୩୦ରେ ପହଞ୍ଚିବେ। ଏହାପରେ ସେମାନେ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଯିବେ। ଅପରାହ୍ନ ୩ଟାରେ ସ୍ଥାନୀୟ ପ୍ରଦର୍ଶନୀ ପଡିଆରେ ଦଳ ପକ୍ଷରୁ ଏକ ସ୍ବାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ରମନ୍ତ୍ରୀଙ୍କ ସହ ଭାଜପାର ସବୁ ନବ ନିର୍ବାଚିତ ଏମ୍‌ପି ଏବଂ ବିଧାୟକମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ ବୋଲି ଦଳର ରାଜ୍ୟ ଉପସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri