Posted inଜାତୀୟ

ଆଜି ନାମାଙ୍କନପତ୍ର ଦାଖଲ କରିବେ ମନମୋହନ

ଜୟପୁର, ୧୩ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ରାଜ୍ୟ ସଭା ଉପନିର୍ବାଚନ ଲାଗି ରାଜସ୍ଥାନରୁ ମଙ୍ଗଳବାର ନାମାଙ୍କନପତ୍ର ଦାଖଲ କରିବେ ବୋଲି ରାଜ୍ୟ କଂଗ୍ରେସ ଉପାଧ୍ୟକ୍ଷ ସଚିନ ପାଇଲଟ କହିଛନ୍ତି। ସେ ୪ ସେଟ୍‌ ନାମାଙ୍କନପତ୍ର ଦାଖଲ କରିବେ। ଗତ ଜୁନ୍‌ରେ ଭାଜପା ଏମ୍‌ପି ମଦନ ଲାଲ୍‌ ସାଇନିଙ୍କ ଦେହାନ୍ତ ପରେ ଏହି ଆସନଟି ଖାଲିପଡ଼ିଥିଲା। ରାଜ୍ୟ ବିଧାନସଭାରେ କଂଗ୍ରେସ ସଂଖ୍ୟାଗରିଷ୍ଠ (୮୬) ଥିବାରୁ ମନମୋହନ ଏଠାରୁ ଜିତିବା ସୁନିଶ୍ଚିତ। ୩ ଦଶନ୍ଧି ଧରି ଆସାମରୁ ପ୍ରତିନିଧିତ୍ୱ କରିଥିବା ମନମୋହନଙ୍କ କାର୍ଯ୍ୟକାଳ ଏଥର ଜୁନ୍‌ ୧୪ରେ ଶେଷ ହୋଇଥିଲା। ଆସାମରେ କଂଗ୍ରେସ ସ୍ଥିତି ଦୁର୍ବଳ ଥିବାବେଳେ ମନମୋହନଙ୍କୁ କଂଗ୍ରେସ ରାଜସ୍ଥାନରୁ ରାଜ୍ୟ ସଭାକୁ ପଠାଇବା ଲାଗି ମନସ୍ଥ କରିଛି। ଅଗଷ୍ଟ ୧୪ ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁହାନ ଏୟାରଲିଫ୍ଟ: ଦିଲ୍ଲୀରେ ପହଞ୍ଚିଲେ ପୁଣି ୩୨୩ ଭାରତୀୟ

ନୂଆଦିଲ୍ଲୀ,୨।୨: କରୋନା ଭୁତାଣୁ ଚାଇନାର ବୁହାନରେ ମହାମାରୀ ସୃଷ୍ଟି କରିଛି। ବୁହାନରେ ଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା କାର୍ଯ୍ୟ ଜାରି ରହିଛି। ଶନିବାର ପ୍ରଥମ...

ଆସନ୍ତା କାଲି ଶପଥ ନେଇ ପାରନ୍ତି ଉଦ୍ଧବ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ଗଣିତ ହୋଇଗଲା ଓଲଟ ପାଲଟ। ଫେଲ୍‌ ମାରିଲା ଭାଜପାର ଚାଣକ୍ୟ କୁହାଯାଉଥିବା ଅମିତ ଶାହଙ୍କ ପ୍ଲାନ୍‌। ଏବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ...

ମୋଦିଙ୍କ ଆଗମନ ପାଇଁ ସଜେଇ ହୋଇଛି ବାରାଣସୀ ଘାଟ

ନୂଆଦିଲ୍ଲୀ,୩୦ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ତାଙ୍କ ନିର୍ବାଚନ ମଣ୍ଡଳୀ ବାରାଣସୀ ଗସ୍ତ କରିବେ । ଦ୍ୱିପ୍ରହର ସମୟରେ ମୋଦି ବାରାଣସୀ ଗସ୍ତ କରିବା...

ବୁଡି ଗଲାଣି ଅଧା ଭାରତ

ନୂଆଦିଲ୍ଲୀ,୧୮।୮: ଲଗାଣ ବର୍ଷାରେ ଦେଶର ଅଧିକାଂଶ ଭାଗରେ ବନ୍ୟା ସୃଷ୍ଟି ହୋଇଛି। ଅଧା ଭାରତ ବନ୍ୟାରେ ବୁଡି ଗଲାଣି କହିଲେ ଚଳେ। ଉତ୍ତରାଖଣ୍ଡରେ ଗଙ୍ଗୋତ୍ରୀ, ୟମୁନୋତ୍ରୀ...

ସକାଳେ ଚାମଚେ ଏହି ରସ ମେଦବହୁଳତାରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଏହାର ସଫଳ ଚିକିତ୍ସା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ପ୍ରତିଦିନ ଚାମଚେ ଘିକୁଆଁରୀ...

ମହାରାଷ୍ଟ୍ର ଅପେକ୍ଷା ହରିୟାଣା ବିଧାୟକ ଅଧିକ ପାଠୁଆ

ନୂଆଦିଲ୍ଲୀ : ସଦ୍ୟସମାପ୍ତ ବିଧାନସଭା ନିର୍ବାଚନରେ ମହାରାଷ୍ଟ୍ର ଅପେକ୍ଷା ହରିୟାଣାରେ ଅଧିକ ଶିକ୍ଷତ ବିଧାୟକ ଅଛନ୍ତି। ପିଆର୍‌ଏସ୍‌ ଲେଜିସ୍‌ଲେଟିଭ୍‌ ରିସର୍ଚ୍ଚ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି।...

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର...

ବିଦେଶରେ ହିନ୍ଦୀ ସିନେମା ସଙ୍ଗିତରେ ଝୁମିଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୧୯ ।୧୦: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଏବେ ଇସ୍ରାଏଲ ଗସ୍ତରେ ଅଛନ୍ତି । ଜୟଶଙ୍କର ଓ ତାଙ୍କ ପ୍ରତିନିଧି ମଣ୍ଡଳଙ୍କୁ ଇସ୍ରାଏଲରେ ଯେଉଁଭଳି ଭାବରେ...

Advertisement
Archives

Model This Week