ଆଜି ନିଟ୍‌ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ ଏହି ପରୀକ୍ଷା ହେବାର ଥିଲା। କିନ୍ତୁ ବାତ୍ୟା ‘ଫନୀ’ ଯୋଗୁ ଓଡ଼ିଶାରେ ନିଟ୍‌ ପରୀକ୍ଷା ବାତିଲ କରାଯାଇଥିଲା। ବାତ୍ୟା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥଇଥାନ କାର୍ଯ୍ୟ ଜାରି ରହିଥିବାରୁ ପରୀକ୍ଷା ବାତିଲ କରିବା ପାଇଁ ରାଜ୍ୟ ସରକାର ଅନୁରୋଧ କରିଥିଲେ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଗତ ୪ତାରିଖରେ ଓଡ଼ିଶାରେ ପରୀକ୍ଷା ବାତିଲ ନେଇ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏଭରେଷ୍ଟ ଅଭିଯାନରେ କଳ୍ପନା ଦାଶ

ଢେଙ୍କାନାଳ ଅଫିସ, ୧୮।୪- ପୃଥିବୀର ସର୍ବୋଚ୍ଚ ଗିରିଶୃଙ୍ଗରୁ ଗୁଞ୍ଜରିତ ହେବ ବିଶ୍ୱଶାନ୍ତି, ନାରୀ ସଶକ୍ତୀକରଣ ବାର୍ତ୍ତା। ମାଉଣ୍ଟ ଏଭରେଷ୍ଟରେ ପାଦ ରଖି ପୁଣିଥରେ ଇତିହାସ ରଚିବେ...

ଶ୍ରୀଜିଉଙ୍କୁ ଦର୍ଶନ କଲେ ମମତା

ପୁରୀ ଅଫିସ୍‌,୨୨ା୩: ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଡ଼ା ସୁରକ୍ଷା ବଳୟ ଭିତରେ ସେ  ମହାପ୍ରଭୁଙ୍କ ଦର୍ଶନ ଲାଭ...

ଦୁର୍ଦ୍ଦାନ୍ତ ଅପରାଧୀ ଶିବା ଏନକାଉଣ୍ଟରରେ ଆହତ

ରାୟଗଡ଼ା ଅଫିସ, ୨୫।୧୧: ହାଡ଼ପା ଶିବା ନାମକ ଜଣେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାୟଗଡ଼ା ପୋଲିସ ରବିବାର ରାତିରେ ଏନକାଉଣ୍ଟର କରିଛି। ଶିବାଙ୍କ ନାମରେ ୫୦ରୁ ଅଧିକ...

ନୂଆପଡାରେ ବ୍ୟାପୁଛି କଲେରା: ଜଣେ ମୃତ, ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ନୂଆପଡା ଅଫିସ,୨୬।୭: ରାୟଗଡା କାଶୀପୁର ପରେ ନୂଆପଡା ଜିଲାରେ ଆତଙ୍କ ଖେଳାଇଲାଣି କଲେରା। କୋମନା ବ୍ଲକ ଜଟଗଡ ଗ୍ରାମରେ କଲେରାରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ...

ଓଡ଼ିଶାରୁ ପ୍ରତିନିଧିତ୍ୱ କରିବେ ୨ ମନ୍ତ୍ରୀ, ଯିବେନାହିଁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୭ା୧୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଶନିବାର କୋଲକାତାଠାରେ ଅନୁଷ୍ଠିତ ହେବ ପୂର୍ବାଞ୍ଚଳ ଜୋନାଲ୍‌ ପରିଷଦ ବୈଠକ। ଏଥିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ,...

ଦୁର୍ଘଟଣାରେ ଗଲା ୩ ଜୀବନ

ଡାବୁଗାଁ/ପାପଡାହାଣ୍ଡି,୧୧।୧୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲାରେ ଶୁକ୍ରବାର ପୃଥକ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ନବରଙ୍ଗପୁର...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ବୁଧୁବାର ରାଜ୍ୟରେ ୪,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ଆଣ୍ଡାମାନ ନିକଟରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୨୪ା୪(ବ୍ୟୁରୋ)-କରୋନା ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ସଙ୍କଟ ଦେଇ ଗତି କରୁଛି। ଏଭଳି ଘଡିସନ୍ଧି ସମୟରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ମେ ୩...

Advertisement
Archives

Model This Week