ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ନଦୀ, ପୁଷ୍କରିଣୀରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

କାକଟପୁର,୧୨।୧୧(ଡି.ଏନ୍‌.ଏ.): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ପ୍ରତ୍ୟୁଷରୁ ଅଞ୍ଚଳର ଆବାଳ ବୃଦ୍ଧବନିତା ନଦୀ ଏବଂ ପୁଷ୍କରିଣୀରେ ଡଙ୍ଗା ଭସାଇ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇଛନ୍ତି। ପୁରୀ ଜିଲାର କାକଟପୁର, ଅସ୍ତରଙ୍ଗ ଅଞ୍ଚଳଦେଇ ପ୍ରବାହିତ ପ୍ରାଚୀ, କାଦୁଆ, ଦେବୀ ନଦୀର ବିଭିନ୍ନ ଘାଟ ଏବଂ ବିଭିନ୍ନ ଗ୍ରାମରେ ଥିବା ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ସ୍ନାନ କରି ସୋଲ, କଦଳୀ ପାଟୁଙ୍ଗା ଉପରେ ଦୀପ ଲଗାଇ, ପାନଗୁଆ, ହଳଦୀ, ସିନ୍ଦୁର ଥୋଇ ଆକାମାବୈ ଗୀତ ଗାଇ ପାଣିରେ ଭସାଇଥିଲେ। ହରିବୋଲ, ହୁଳହୁଳି ଶବ୍ଦରେ ନଦୀ ଓ ପୋଖରୀକୂଳ ପ୍ରକମ୍ପିତ ହୋଇଉଠିଥିଲା। ଏହାପରେ ଶ୍ରଦ୍ଧାଳୁମାନେ ଦେବଦେବୀଙ୍କୁ ଦର୍ଶନ କରି ଆର୍ଶୀବାଦ ଭିକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?