ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଅପରାହ୍ନ ୩ଟା ୩୦ରେ ଫଳ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରୀଛାତ୍ର www.chseodisha.nic.in ଏବଂ http://orissaresults.nic.in ଓ୍ବାବ୍‌ସାଇଟ୍‌ରେ ନିଜ ନିଜର ରେଜଲ୍ଟ ଦେଖିପାରିବେ। ସୂଚନା ଭବନ ପରିସରସ୍ଥ ଗୀତଗୋବିନ୍ଦ ସଦନରେ ପରୀକ୍ଷା ଫଳ ଘୋଷଣା କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ କଳାରେ ୨ଲକ୍ଷ ୩୫ହଜାର ୧୮୩ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୮ହଜାର ପରୀକ୍ଷା ଦେଇଥିଲେ। ସୂଚନାଯୋଗ୍ୟ, ଜୁନ୍‌ ୩ରେ ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri