ଆଜି ବନକଲାଗି: ୪ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୧୩।୧୧:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ୪ ଘଣ୍ଟା ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ବୋଲି ଶ୍ରୀମନ୍ଦିର ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି। ତାଙ୍କ ସୂଚନା ମୁତାବକ, ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ବନକଲାଗି ପରେ ପୁଣି ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜନପ୍ରତିନିଧିଙ୍କ ଆକ୍ରମଣରେ ଯୁବକ ଆହତ

ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗାତେରୀ ପଞ୍ଚାୟତର ଜନପ୍ରତିନିଧିଙ୍କ ଆକ୍ରମଣରେ ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ପଞ୍ଚାୟତ ଆଡ଼ିପଡ଼ା...

ଭିତିରି ବୁଝାମଣା ଉଦ୍ୟମ

ଯାଜପୁର ଅଫିସ,୯ା୧୧: ଯାଜପୁର ଜିଲା ଧର୍ମଶାଳା ତହସିଲ ପ୍ରଶାସନର ଅନୁମୋଦନ ଠାରୁ ଢେର ଗୁଣ ଅଧିକ କଳାପଥର ଲୁଟ୍‌ ଏବଂ ଜରିମାନା ଆଦାୟ ମାମଲା ଏବେ...

ପୂର୍ବତନ ଏଜି ଅଶୋକ ମହାନ୍ତିଙ୍କ ବଢ଼ିଲା ଅଡ଼ୁଆ

କଟକ ଅଫିସ,୨୬।୧୦: ପୂର୍ବତନ ଆଡ୍‌ଭୋକେଟ ଜେନେରାଲ ଅଶୋକ ମହାନ୍ତିଙ୍କ ପାଇଁ ବଢ଼ିଛି ଅଡୁଆ। ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ମାମଲାରୁ ତାଙ୍କୁ ବାଦ ଦେବାକୁ ସେ କରିଥିବା ଆବେଦନକୁ...

ଟାଙ୍ଗରା ଭୂଇଁ ଏବେ ହସୁଛି, ସରକାର ପାଉଛନ୍ତି ରାଜସ୍ବ

ନୟାଗଡ଼ ଅଫିସ,୨୦ା୩ (ଲୋକନାଥ ମିଶ୍ର): ନୟାଗଡ଼ ସହର ଉପକଣ୍ଠ ଖୁଣ୍ଟୁବନ୍ଧସ୍ଥିତ ସବ୍‌ଜେଲର ଟାଙ୍ଗରା ଭୂଇଁ ଏବେ ହସୁଛି। କଏଦୀମାନଙ୍କ ପରିଶ୍ରମ ଓ ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ଆଗ୍ରହ...

ଛେନାଝିଲ୍ଲି ପାଇଁ ଜିଆଇ ଟ୍ୟାଗ୍‌: ପ୍ରକ୍ରିୟା ଆରମ୍ଭ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡ଼ିଶାର ରସଗୋଲାକୁ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ ଇଣ୍ଡିକେଶନ(ଜିଆଇ) ଟ୍ୟାଗ୍‌ ମିଳିବା ପରେ ଏବେ ନିମାପଡ଼ା ପ୍ରସିଦ୍ଧ ଛେନାଝିଲ୍ଲିକୁ ଜିଆଇ ଟ୍ୟାଗ୍‌ ପାଇଁ ଉଦ୍ୟମ...

ଅଗଷ୍ଟର ପ୍ରତି ଶନିବାର ସରକାରୀ ଅଫିସ୍‌ ବନ୍ଦ

ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଗଷ୍ଟ ନିମନ୍ତେ ଶୁକ୍ରବାର ରାଜ୍ୟ ସରକାର ଏକ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଗଷ୍ଟ ମାସର ପ୍ରତ୍ୟେକ ଶନିବାର...

ସାଇକେଲରେ ଅଫିସ୍‌ ଆସିଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର, ୧୪ା୧୨ (ବ୍ୟୁରୋ): ସହରାଞ୍ଚଳ ପରିବେଶକୁ ଯାନବାହନ ପ୍ରଦୂଷଣରୁ ମୁକ୍ତ ରଖିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ), ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଏବଂ ଭୁବନେଶ୍ୱର ସ୍ମାର୍ଟସିଟି...

କାଲିଠୁ ଓଡ଼ିଆରେ ମିଳିବ ରେଳ ଟିକେଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଏଣିକି ଓଡ଼ିଆ ଭାଷାରେ ମିଳିବ ରେଳ ଟିକେଟ । ଅଣସଂରକ୍ଷିତ ରେଳ ଟିକେଟ ମଧ୍ୟ ଓଡ଼ିଆ ଭାଷାରେ ମିଳିବ। ଏହାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...

Advertisement
Archives

Model This Week