ଆଜି ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୫-୬: ବୁଧବାର ଇଦଉଲଫିତର ପଡୁ ଥିବାରୁ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦଶ, ଚଣ୍ଡୀଗଡ, ଦିଲ୍ଲୀ, ହରିୟାଣା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପୁଡୁଚେରୀ, ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା,ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ ଭଳି ରାଜ୍ୟରେ ବ୍ୟାଙ୍କ ବନ୍ଦ ରହିବ। ସେହିଭଳି ଜୁନ ୧୫ରେ ଓଡ଼ିଶାରେ ରଜ ପଡୁଥିବାରୁ ବ୍ୟାଙ୍କ ବନ୍ଦ ରହିବ ବୋଲି ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନ ପକ୍ଷରୁ ସୂଚନା ରହିଛି। ସେହିଭଳି ୬ ତାରିଖ ଦିନ ଇଦ ଲାଗି ଗୁଜରାଟରେ ବ୍ୟାଙ୍କ ବନ୍ଦ ରହିବ। ଏହା ବାଦ ୬ ତାରିଖରେ ହରିୟାଣାରେ ମହାରାଣାପ୍ରତାପ ଜୟନ୍ତି ରହିବା ଯୋଗୁ ସେଠାରେ ମଧ୍ୟ ବ୍ୟାଙ୍କ ସେବା ବନ୍ଦ ରହିବ। ଜୁନ ୧୭ରେ ବିହାର ଏବଂ ହରିୟାଣାରେ କବିର ଜୟନ୍ତି ଯୋଗୁ ସେବା ବନ୍ଦ ରହୁଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ୧.୨୩ ଲକ୍ଷ କୋଟି ଟଙ୍କା ବାକି

ନୂଆଦିଲ୍ଲୀ,୨୯।୬ : ବିଦ୍ୟୁତ ବିତରଣ କମ୍ପାନୀଙ୍କ ଉପରେ ଶକ୍ତି ଉତ୍ପାଦନ କରୁଥିବା କମ୍ପାନୀଗୁଡିକର ମୋଟ ବକେୟା ରାଶି ୬୩% ବୃଦ୍ଧି ଘଟି ୧.୨୩ ଲକ୍ଷ କୋଟି...

ରାଜୀବ ମେହେଟା ମାଇଣ୍ଡଟ୍ରି ସିଇଓ

ନୂଆଦିଲ୍ଲୀ,୧।୮: ପୂର୍ବତନ କଗ୍‌ନିଜାଣ୍ଟ ପ୍ରେସିଡେଣ୍ଟ ରାଜୀବ ମେହେଟା ମାଇଣ୍ଡଟ୍ରିର ସିଇଓ ଭାବେ ମନୋନୀତ ହୋଇଛନ୍ତି। କମ୍ପାନୀର ସହ ପ୍ରତିଷ୍ଠାତା ତଥା ସିଇଓ ରୋଷ୍ଟୋ ରାବଣନ୍‌ଙ୍କ ଇସ୍ତଫା...

‘ଶିକ୍ଷା କ୍ଷେତ୍ରକୁ ଏସ୍‌ଆର୍‌ଏମ୍‌ର ଯୋଗଦାନ ଗୁରୁତ୍ୱପୂର୍ଣ୍ଣ’

କଟାନକୁଲାଥର,୧୪-୧୧: ବର୍ତ୍ତମାନର ସମୟ ଅନେକ ଆହ୍ବାନପୂର୍ଣ୍ଣ। ମାତ୍ର ଏହାକୁ ସାମ୍ନା କରି ଆଗକୁ ବଢିବାକୁ ହେବ। ନିଜ ମଧ୍ୟରେ ସମ୍ପୂର୍ଣ୍ଣ ପ୍ରସ୍ତୁତି ଏଥି ଲାଗି ରଖିବାକୁ...

ଅଶୋଧିତ ତୈଳ ଦର ୧୧୩ ଡଲାର ଟପିଲା

ମୁମ୍ବାଇ,୩।୩: ରୁଷିଆର ୟୁକ୍ରେନ୍‌ ଉପରେ ଆକ୍ରମଣର ପ୍ରଭାବ ତୈଳ ବଜାର ଉପରେ ପଡିଛି। ଫଳରେ ବୁଧବାର ଅଶୋଧିତ ତୈଳ ଦର ପୁଣି ଥରେ ବଢିଛି। ଅପରପକ୍ଷରେ ବ୍ରେଣ୍ଟ...

ଏଟିଏମ୍‌ ଲାଗି କାନାରା ବ୍ୟାଙ୍କର ଅଭିନବ ଓଟିପି ସୁରକ୍ଷା

ଭୁବନେଶ୍ୱର, ୨୯-୮: ଏଟିଏମ୍‌ ବ୍ୟବହାରକୁ ସୁରକ୍ଷିତ କରିବା ଲାଗି କାନାରା ବ୍ୟାଙ୍କ ପକ୍ଷରୁ ଅଭିନବ ଓ୍ବାନ ଟାଇମ ପାସଓ୍ବାର୍ଡ(ଓଟିପି) ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଣିକି...

ଏୟାର ଇଣ୍ଡିଆ ବିକ୍ରି ପାଇଁ ହେବ ରୋଡ ସୋ

ନୂଆଦିଲ୍ଲୀ,୧୭-୭: ମୋଦି ସରକାର ପ୍ରଥମ କାର୍ଯ୍ୟକାଳ ବେଳେ ରାଷ୍ଟ୍ରାୟତ୍ତ ଏୟାରଲାଇନ୍ସ କମ୍ପାନୀ ଏୟାର ଇଣ୍ଡିଆକୁ ବିକ୍ରି ପାଇଁ ଉଦ୍ୟମ କରି ବିଫଳ ହୋଇଥିଲେ। ତେବେ ଦ୍ୱିତୀୟ...

ବିଓବିରେ ମିଶ୍ରଣର ପ୍ରଭାବ;୯୦୦ ଶାଖା ବନ୍ଦ ହେବା ସମ୍ଭାବନା

ନୂଆଦିଲ୍ଲୀ,୨୦-୫: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି) ସହ ଅନ୍ୟ ଦୁଇଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମିଶ୍ରଣ ପରେ ଏବେ ୮୦୦ରୁ ୯୦୦ ଶାଖା ବନ୍ଦ ହୋଇଯିବ ଅଥବା ସ୍ଥାନାନ୍ତରିତ...

ଜିଓରେ ନିବେଶ କଲା ପିଆଇ୍‌ଏଫ

ମୁମ୍ବାଇ,୧୯।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ’ର ଡିଜିଟାଲ ପ୍ଲାଟଫର୍ମ ଜିଓରୁ ସାଉଦି ଆରବର ପିଆଇ୍‌ଏଫ ସଂସ୍ଥା୨.୩% ଅଂଶଧନ କ୍ରୟ କରିଛି। ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ ଗୁରୁବାର ଘୋଷଣା...

Advertisement
Archives

Model This Week