ଆଜି ବିଜୟା ଦଶମୀ: ପାରମ୍ପରିକ ରୀତିନୀତିରେ ଚାଲିଛି ମା’ଙ୍କ ପୂଜା

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ଆଜି ବିଜୟା ଦଶମୀ। ଅସତ୍ୟ ଉପରେ ସତ୍ୟ ଓ ପାପ ଉପରେ ପୁଣ୍ୟର ବିଜୟର ସ୍ବରୂପ ହେଉଛି ବିଜୟା ଦଶମୀ। ଆଜି ମହିଷାସୁରକୁ ବଧ କରିବେ ମା’ ଦୁର୍ଗା। ମା’ ଜଗଜ୍ଜନନୀଙ୍କ ଆଗମନରେ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ପୂଜା ମଣ୍ଡପରେ ମା’ଦୁର୍ଗା ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି। ପାରମ୍ପରିକ ରୀତିନୀତି ଅନୁଯାୟୀ ଚାଲିଛି ମା’ଙ୍କ ପୂଜାର୍ଚ୍ଚନା। ପ୍ରାତଃ ୫ଟା ୪୩ରେ ମା’ଙ୍କର ମଙ୍ଗଳ ଆଳତି ହେବା ପରେ ୬ଟାରେ ସୂର୍ଯ୍ୟ ପୂଜା ଓ ଦ୍ୱାରପୂଜା ହୋଇଥିଲା। ଏହାପରେ ୮ଟାରୁ ବିଜୟା ଦଶମୀ ପୂଜାରମ୍ଭ ହୋଇଥିଲା। ସେପଟେ ଦଶହରା ପାଇଁ ଘରେ ଘରେ ପିଠାପଣାର ଆସର ଜମିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ…

ବଦଳିବ ସମାଜ, ମଜଭୁତ ହେବ ପୋଲିସ-ଜନସାଧାରଣ ସମ୍ପର୍କ

କେସିଙ୍ଗା,୩୧ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପରିସରରେ ଆମ ପୋଲିସ ସମିତି ପକ୍ଷରୁ ଜାତୀୟ ଏକତା ଦିବସ ଏବଂ ନିଶାମୁକ୍ତ ଓଡ଼ିଶା ଅଭିଯାନକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?