Advertisement

ଆଜି ବିଧାନସଭା ଘେରିବେ ୫୦ ହଜାର ବସ୍ତିବାସିନ୍ଦା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ) : ଗୌଡ ବସ୍ତି, ବୀରବସ ବସ୍ତି, ଲକ୍ଷ୍ମୀପୁର ବସ୍ତି ଓ ଶ୍ରୀକ୍ରିଷ୍ଣ ନଗର ବସ୍ତିରେ ଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ବସ୍ତିବାସିନ୍ଦା ଶୁକ୍ରବାର ଗୋଟିଏ ଦାବି ନେଇ ବିଧାନସଭା ଘେରାଉ କରିବେ ବୋଲି ଜଣାପଡ଼ିଛି। ସମାନ୍ତରାଳ ରାସ୍ତା କରିବା ଲାଗି ସାଲିଆସାହି ବସ୍ତି ଉଚ୍ଛେଦକୁ ବସ୍ତିବାସିନ୍ଦା ବିରୋଧ କରୁଛନ୍ତି। ପରିବାର ପିଛା ୬ ଶହ ସ୍କୋୟାର ଫୁଟର ଜାଗା ଦେବା ଦାବି ନେଇ ଏହି ବିକ୍ଷୋଭ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ: ଆଜି ତାରିଖ ଘୋଷଣା

ଭୁବନେଶ୍ୱର,୪ା୭(ବ୍ୟୁରୋ): ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ତାରିଖ ଘୋଷଣା କରିବେ। ମାଧ୍ୟମିକ...

ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିଛି। କୋଭିଡ୍‌ଗାଇଡ୍‌ ଲାଇନ୍‌ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ...

ବୋଲ ମାନୁନି କରୋନା: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯୧, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜଧାନୀରେ ବୁଧବାର ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୪୩କୁ ବୃଦ୍ଧି ପାଇଛି। ତେବେ ନୂଆ...

ବଡ଼ଦାଣ୍ଡରେ ଗର୍ଜିଲେ ସାଧୁସନ୍ଥ:ବଡ଼ଆଖଡା ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୪-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ...

କପିଳାସ ଅଭୟାରଣ୍ୟରୁ ବନ୍ୟଜନ୍ତୁ ଶିକାର: ଶିକ୍ଷକଙ୍କୁ ବାନ୍ଧିଲା ବନବିଭାଗ

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟ ଓ କଙ୍କଡ଼ାହାଡ ଥାନା କଳସପୁର ଅଞ୍ଚଳ ବନବିଭାଗ ପକ୍ଷରୁ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରାଯାଇଥିଲା।...

କାର୍ତ୍ତିକ ଓଡ଼ିଶା ଟପ୍ପର

ସୋନପୁର,୩୦।୫(ନି.ପ୍ର.): ୟୁପିଏସ୍‌ସି ପକ୍ଷରୁ ସୋମବାର ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି। ସର୍ବ ଭାରତୀୟ ସ୍ତରରେ ଶ୍ରୁତି ଶର୍ମା ଟପ୍ପର ହୋଇଥିବା ବେଳେ ଓଡ଼ିଶାର...

ଦୁଇ ଥାନା ପୋଲିସର ଖୋଳତାଡ଼, ମିଳୁନି ସୁରାକ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଭୁବନେଶ୍ୱର କୋଳଥିଆରୁ କୋରାପୁଟ କାର୍‌ ଭଡାରେ ନେଇ ଡ୍ରାଇଭରଙ୍କୁ ହତ୍ୟା ଓ ଗାଡ଼ି ଲୁଟ୍‌ ଘଟଣାକୁ ୨ଦିନ ବିତିଯାଇଛି। ଏହି ଘଟଣାରେ କାର୍‌ ଲୁଟ୍‌...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: କୁଚିଣ୍ଡା-ବଲାଙ୍ଗୀରରେ ଖୋଲିବ ୨ ନୂଆ ଆଇଟିଆଇ

ଭୁବନେଶ୍ବର, ୩ା୮(ବ୍ୟୁରୋ): ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗୀରର ପାଟଣାଗଡ଼ଠାରେ ୨ଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ଆଇଟିଆଇ) ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

Advertisement
Archives

Model This Week