ଆଜି ବ୍ଲୁ ଫ୍ଲାଗ୍‌ ବିଚରେ ସୂର୍ଯ୍ୟକରଣ ଏୟାର ଶୋ’

ପୁରୀ ଅଫିସ,୧୭।୮: ପୁରୀ ବେଳାଭୂମିର ବ୍ଲୁ ଫ୍ଲାଗ୍‌ ବିଚରେ ଶନିବାର ପୂର୍ବାହ୍ନ ୧୦.୨୦ରୁ ୧୧ ଟା ଯାଏ ଫୁଲ ଡ୍ରେସ ସୂର୍ଯ୍ୟକରଣ ଏୟାର ଶୋ’ ରିହର୍ସାଲ ହେବ। ୧୮ ତାରିଖରେ ପାଗ ଖରାପ ରହିବା ନେଇ ଆଶଙ୍କା ଥିବାରୁ ଇଣ୍ଡିଆନ ଏୟାର ଫୋର୍ସ ପକ୍ଷରୁ ଏହି ଏୟାର ଶୋ’ଆଜି ଅନୁଷ୍ଠିତ ହେବ। ତେବେ ପାଗ ଠିକ ରହିଲେ, ରବିବାର ଆଉ ଥରେ ଏୟାର ଶୋ’ କରାଯିବ ବୋଲି ପୁରୀ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି। ଏଥିପାଇଁ ପ୍ରଶାସନ ପକ୍ଷରୁ ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଆସି ବ୍ୟବସ୍ଥାମାନ କରାଯାଇଛି। ପୁରୀରେ ପ୍ରଥମ ଥର ପାଇଁ ଏଭଳି ଏକ ଶୋ’ ଆୟୋଜନ କରାଯାଉଥିବାରୁ ଲୋକେ ଉତ୍ସାହିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ

ବରଗଡ଼ ଅଫିସ,୧୩।୪: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ତେବେ ଏହି କଟକଣାରେ ଚାଷୀକୁଳ ଅଧିକ ପ୍ରଭାବିତ ହୋଇଛନ୍ତି।...

ମୁଖ୍ୟ ସମସ୍ୟା ମାଟି

ଅନୁଗୋଳ ଅଫିସ, ୨୭।୮: ପାଖେଇ ଆସିଲାଣି ପାର୍ବଣ। ଜୋର୍‌ ଧରିଲାଣି ମୂର୍ତ୍ତି ଗଢ଼ା। ଦିନରାତି କାର୍ଯ୍ୟରେ ଲାଗିଛନ୍ତି ରାଜ୍ୟ ଓ ରାଜ୍ୟ ବାହାରର କାରିଗର। ହେଲେ...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ : ଅଭିଯୁକ୍ତ ଗିରଫ, ଖଣ୍ଡା ଜବତ

ବଡ଼ବିଲ, ୯।୬ (ସ୍ବ.ପ୍ର.) – କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀ ଗ୍ରାମର ରୋହିତ ଶାସ୍ତ୍ରୀ ନାମକ ଜଣେ ଯୁବକଙ୍କୁ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ...

ମିଳିଲା ଆଉ ଏକ ହାତୀ କଙ୍କାଳ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡରେ ସଙ୍କଟରେ ଗଜରାଜ। ୧୫ ଦିନରେ ବଡ଼ମ୍ବା ବନାଞ୍ଚଳରୁ ତିନୋଟି ଦନ୍ତାହାତୀର କଙ୍କାଳ ମିଳିଛି। ଗତ ୨ ଓ ୩ ତାରିଖରେ...

ଛାତ୍ରୀଛାତ୍ରଙ୍କ ସ୍ବପ୍ନ ପୂରଣ କରୁଛି ଗ୍ଲୋବାଲ୍‌ ଫୋକସ୍‌

ବ୍ରହ୍ମପୁର ଅଫିସ,୧୮ା୬-ଡାକ୍ତର ହେବା ନେଇ ଅନେକେ ଛୋଟ ବେଳୁ ସ୍ବପ୍ନ ଦେଖିଥାନ୍ତି ା ରାଜ୍ୟର ସରକାରୀ କଲେଜରେ କମ୍‌ ସଂଖ୍ୟକ ସିଟ ଏବଂ ରାଜ୍ୟ ତଥା...

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନଗଲା

ଝରିଗାଁ,୧୪।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଭାଲୁକୁନାଡ଼ି ପଞ୍ଚାୟତ ସାରିଆପଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ୧୧କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଯାଇଛି।...

କୋଟିଆରେ ପୁଣି ପଶିଲେ ଆନ୍ଧ୍ର ଅଧିକାରୀ

କୋରାପୁଟ,୧୯। ୧୦ସ୍ବ.ପ୍ର.): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅଧିକାରୀମାନେ ପଶି ବିଭିନ୍ନ କାର୍ଯ୍ୟ କରୁଥିବା ଘଟଣା ନେଇ ଗତ ବୁଧବାର ଆନ୍ଧ୍ରର ପାର୍ବତୀପୁରମ ପିଓ...

ରଥଯାତ୍ରା: ୯୬ ଅଚେତ, ନଡ଼ିଆ ମାଡ଼ରେ ମହିଳା ପୋଲିସ ରକ୍ତାକ୍ତ

ପୁରୀ ଅଫିସ,୧।୭: ପୁରୀ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିଛି। ସଭିଙ୍କ ମନରେ ୩ ଠକୁରଙ୍କୁ ଟିକିଏ ଦେଖିବାକୁ ଓ ରଥ ଦଉଡ଼ି ଭିଡିବାକୁ ଶ୍ରଦ୍ଧାଳୁଙ୍କ ଭିତରେ ଠେଲାପେଲା।...

Advertisement
Archives

Model This Week