ଭୁବନେଶ୍ୱରରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ‌

ଭୁବନେଶ୍ୱର,୧୫।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୭ ଲୋକାଲ କେସ ରହିଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri