Odisha Elections 2024

ଆଜି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର, ୧।୬(ବ୍ୟୁରୋ): ଶନିବାର ଓଡ଼ିଶାରେ ପହଞ୍ଚିବ ଅନ୍ତର୍ଜାତୀୟ ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର। ରାତି ପ୍ରାୟ ୯ଟାରେ ତାଙ୍କ ମୃତଦେହ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବ ବୋଲି ସୂଚନା ମିଳିଛି। ତାଙ୍କର ଶେଷ ଦର୍ଶନ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ ରାତି ୧୦ଟା ଯାଏ ରଖାଯିବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
ପ୍ରକାଶ ଯେ, ୫୩ ବର୍ଷୀୟା କଳ୍ପନା ଦାଶ ଗତ ୨୨ ତାରିଖରେ ଏଭେରେଷ୍ଟରୁ ଓହ୍ଲାଇବା ସମୟରେ ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୀର୍ଘ ଦିନ ଧରି ତାଙ୍କର ମୃତ ଶରୀର ସେଠାରେ ପଡ଼ି ରହିବା ପରେ ଓଡ଼ିଶା ସରକାରଙ୍କ ଚେଷ୍ଟାରେ ଶୁକ୍ରବାର ନେପାଳ କାଠମାଣ୍ଡୁରେ ପହଞ୍ଚିଲା।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳରେ ଭୋଟ ଦେଲେ ତଥାଗତ

ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି।...

କେନ୍ଦ୍ରାପଡ଼ାରେ ବର୍ଷିଲେ ସ୍ମୃତି ଇରାନୀ, କହିଲେ ମୋଦି ସରକାର ଆସିଲେ …

କେନ୍ଦ୍ରାପଡ଼ା,୨୫।୫: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଆଳିରେ ସ୍ମୃତି ଇରାନୀ ବିଜେଡି ଉପରେ ବର୍ଷିଛନ୍ତି। କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ମୋଦି ଚାଷୀଙ୍କୁ ୬ ହଜାର ଦେଲେ, ଏଠି...

ଭୋଟ ଦେଇ ନବୀନ କହିଲେ-ବିଜେଡି ବଡ଼ ବିଜୟ ହାସଲ କରି ସ୍ଥିର ସରକାର ଗଠନ କରିବ…

ଭୁବନେଶ୍ୱର,୨୫।୫(ବନ୍ଦନା ସେଠୀ): ଭୁବନେଶ୍ୱରର ଏକାମ୍ର ନିର୍ବାଚନମଣ୍ଡଳୀର ୧୧୪ ନମ୍ବର ବୁଥ୍‌ରେ ଶନିବାର ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଚାଲି ଚାଲି...

ଦେଢ଼ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇ ଭୋଟ ଦେଲେ ସମ୍ବିତ ପାତ୍ର, କହିଲେ ‘ପ୍ରଥମେ ମତଦାନ, ପରେ ଜଳପାନ’

ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ...

ଖରା, ଗୁଳୁଗୁଳି ସତ୍ତ୍ୱେ ଭୋଟରଙ୍କ ଉତ୍ସାହ: ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ। ଲମ୍ବା ଲାଇନରେ ଛିଡା ହୋଇ ଲୋକେ ନିଜ ମତଦାନ କରୁଛନ୍ତି। ପ୍ରବଳ ଖରା, ଗୁଳୁଗୁଳି ସତ୍ତ୍ୱେ ଉତ୍ସାହର...

ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ...

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ ଫୋନ ମନା

ଭୁବନେଶ୍ବର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ସବୁ ବୁଥ୍‌ରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ତେବେ ବୁଥ୍‌ ଭିତରକୁ...

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫।୫: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri