ଆଜି ଭୁବନେଶ୍ୱରରେ ପହଞ୍ଚିବ କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର, ୧।୬(ବ୍ୟୁରୋ): ଶନିବାର ଓଡ଼ିଶାରେ ପହଞ୍ଚିବ ଅନ୍ତର୍ଜାତୀୟ ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର। ରାତି ପ୍ରାୟ ୯ଟାରେ ତାଙ୍କ ମୃତଦେହ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବ ବୋଲି ସୂଚନା ମିଳିଛି। ତାଙ୍କର ଶେଷ ଦର୍ଶନ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ ରାତି ୧୦ଟା ଯାଏ ରଖାଯିବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।
ପ୍ରକାଶ ଯେ, ୫୩ ବର୍ଷୀୟା କଳ୍ପନା ଦାଶ ଗତ ୨୨ ତାରିଖରେ ଏଭେରେଷ୍ଟରୁ ଓହ୍ଲାଇବା ସମୟରେ ଅସୁସ୍ଥ ହୋଇପଡ଼ିଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୀର୍ଘ ଦିନ ଧରି ତାଙ୍କର ମୃତ ଶରୀର ସେଠାରେ ପଡ଼ି ରହିବା ପରେ ଓଡ଼ିଶା ସରକାରଙ୍କ ଚେଷ୍ଟାରେ ଶୁକ୍ରବାର ନେପାଳ କାଠମାଣ୍ଡୁରେ ପହଞ୍ଚିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri