ଆଜି ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର,୮-୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମନ୍ତ୍ରୀ ପରିଷଦ ବୈଠକ ଶୁକ୍ରବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା ୫ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଚଳିତ ମାସ ୧୩ ତାରିଖରେ ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଣିବାକୁ ଯାଉଛନ୍ତି। ତେଣୁ ମନ୍ତ୍ରୀ ପରିଷଦ ବୈଠକରେ ମୁଖ୍ୟତଃ ବଜେଟର ରୂପରେଖ ନେଇ ଆଲୋଚନା ହେବ। ଅତିରିକ୍ତ ବଜେଟ ସମ୍ପର୍କିତ ପ୍ରସ୍ତାବକୁ ମନ୍ତ୍ରୀ ପରିଷଦ ବୈଠକରେ ଗୃହୀତ କରାଯିବ। ଏହା ବ୍ୟତୀତ ରାଜ୍ୟ ସ୍ବାର୍ଥ ସମ୍ବଳିତ ଏକାଧିକ ପ୍ରସଙ୍ଗରେ ପରିଷଦରେ ଆଲୋଚନା ହେବାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରୁ ସୁର ରାଉତରାୟଙ୍କ ପୁଅଙ୍କୁ ନିଲମ୍ବିତ

ଭୁବନେଶ୍ୱର,୮।୯: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ତଥା ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ମନ୍ମଥ ରାଉତରାୟଙ୍କୁ କଂଗ୍ରେସରୁ ନିଲମ୍ବିତ କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ...

୩୨ ସଦସ୍ୟ ସାମିଲ, ଅନେକ ନୂଆ ମୁହଁ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସାଧାରଣ ପରିଷଦ ପୁନର୍ଗଠନ କରାଯାଇଛି। ନବଗଠିତ ପରିଷଦର ସଭ୍ୟମାନେ...

ବିଧାୟକଙ୍କ ଲେଟର ପ୍ୟାଡ୍‌ରେ ନକଲି ଚିଠି

ଯାଜପୁର ଅଫିସ,୧୪ା୯: ରାଜ୍ୟ ସରକାର ନୀତି ପ୍ରଣୟନ କରି ସାଧାରଣ ଲୋକଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି। ରାଜନୀତି କ୍ଷେତ୍ରରେ ବିଧାୟକମାନଙ୍କୁ ଏଥିପାଇଁ ସ୍ବତନ୍ତ୍ର...

ପୁଣି ସୁରଟ୍‌ରୁ ୨ ବସ୍‌ରେ ଗଞ୍ଜାମ ଫେରୁଛନ୍ତି ପ୍ରବାସୀ

ଛତ୍ରପୁର, ୩୦।୪( ଡି.ଏନ୍‌.ଏ.)- ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରେ ରହିଥିବା ପ୍ରବାସୀ ଓଡିଆ ଏବେ ଘର ବାହୁଡା ହେଉଛନ୍ତି । ଏହି କ୍ରମରେ ଗୁରୁବାର...

ଭଡ଼ାଟିଆଙ୍କୁ ୬୨ ହଜାର ଛାଡ଼ କଲେ ଘର ମାଲିକ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଆଉଜଣେ ଘର ମାଲିକ ବଦାନ୍ୟତା ଦେଖାଇଛନ୍ତି। ସେ ମାସକର ଘର ଭଡ଼ା ବାବଦକୁ ୬୨ ହଜାର ଟଙ୍କା ଛାଡ କରିଛନ୍ତି।...

ସାନଙ୍କୁ ବଞ୍ଚାଇବାକୁ ଯାଉଥିଲେ, ଶେଷରେ ବୁଡ଼ିଗଲେ ୨ ଭଉଣୀ

ମାଲକାନଗିରି,୯ା୧୦(ଡି.ଏନ୍‌.ଏ.): ମାଲକାନଗିରି ଆଦର୍ଶ ଥାନା ଅଧୀନ ହୁଡୁପା ପଞ୍ଚାୟତ ମଙ୍ଗ ଗ୍ରାମରେ ଶନିବାର ଘଟିଛି ଅଘଟଣ। ସାନଙ୍କୁ ବଞ୍ଚାଇବାକୁ ଉଦ୍ୟମ କରୁଥିଲେ ବଡ଼ ଭଉଣୀ। ଶେଷରେ...

ଦିନ ୩ଟା ସୁଦ୍ଧା ୫୫.୦୫% ମତଦାନ: ବାଲେଶ୍ୱରରେ ୫୪.୮୫% , ତିର୍ତ୍ତୋଲରେ ୫୫.୨୩%

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଉଭୟ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି। ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ...

ବାଲି ଚୋରିକୁ ଜଗିବ ସିସିଟିଭି

ଯାଜପୁର ଅଫିସ,୨୭ା୮: ବାଲି ଚୋରିକୁ ଜଗିବା ପାଇଁ ବାଲିଘାଟଗୁଡ଼ିକରେ ଲାଗିବ ସିସିଟିଭି କ୍ୟାମେରା। ଏହାସହ ବାଲି ପରିବହନ ହେଉଥିବା ଗାଡ଼ିରେ ଗ୍ଲୋବାଲ ପୋଜିସନିଂ ସିଷ୍ଟମ (ଜିପିଏସ୍‌)...

Advertisement
Archives

Model This Week