ଆଜି ମହାବିଷୁବ ସଂକ୍ରାନ୍ତି, ଓଡ଼ିଆ ନବବର୍ଷ: ମନ୍ଦିରରେ ନାହିଁ ଭକ୍ତଙ୍କ ଭିଡ଼

ଭୁବନେଶ୍ବର,୧୩ା୪(ବ୍ୟୁରୋ) : ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ହନୁମାନ ଜୟନ୍ତୀ। ଏଥିସହିତ ଓଡ଼ିଆ ନବବର୍ଷ ମଧ୍ୟ। ମାତ୍ର କରୋନା ମୁକାବିଲା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ କୌଣସି ମନ୍ଦିରରେ ଭିଡ଼ ନାହିଁ। ଚାରିଆଡ଼େ ଖାଁ ଖାଁ। ଲୋକେ ଘରେ ରହି ଭଗବାନଙ୍କୁ ସୁମରଣା କରିଛନ୍ତି। ସେହିପରି କ୍ୟାଲେଣ୍ଡର୍‌ରେ ପଣାସଂକ୍ରାନ୍ତି ହେଉଛି ଓଡ଼ିଆ ନବବର୍ଷର ପ୍ରଥମ ଦିନ। ଏହିଦିନରୁ ଓଡ଼ିଆ ନୂଆ ପାଞ୍ଜି ପ୍ରଚଳନ ହୋଇଥାଏ।
ପୁରାଣ ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏହିଦିନ ଜଳବାୟୁରେ ଏକ ପରିବର୍ତ୍ତନ ହୋଇଥାଏ। ସୂର୍ଯ୍ୟ ମଧ୍ୟ ଭାଗକୁ ଚାଲି ଆସନ୍ତି। ସୂର୍ଯ୍ୟଙ୍କ ପ୍ରବଳ ତାପମାତ୍ରା ଯୋଗୁ ପ୍ରଭୁ ବିଷ୍ଣୁଙ୍କ ପ୍ରିୟ ତୁଳସୀ ମୂଳରେ ପଣା ଅର୍ପଣ କରାଯାଇଥାଏ। ଘରେ ଏଥିପାଇଁ ଛତୁଆ, କଦଳୀ, ନଡ଼ିଆ, ଛେନା, ଆମ୍ବ ଆଦିରେ ସ୍ବତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri