ଆଜି ମହିଳା ପୋଲିସ ସମ୍ମିଳନୀ

କଟକ ଅଫିସ,୬।୩: ଓଡ଼ିଶା ପୋଲିସ ଆନୁକୂଲ୍ୟରେ ‘ପୋଲିସରେ ମହିଳା’ ଶୀର୍ଷକ ଦିନିକିଆ ସମ୍ମିଳନୀ ଶୁକ୍ରବାର ଓଏସ୍‌ଏପି ଷଷ୍ଠ ବାଟାଲିୟନଠାରେ ଅନୁଷ୍ଠିତ ହେବ। ମହିଳା ପୋଲିସ ଅଧିକାରୀ ଓ କର୍ମଚାରୀ କର୍ମକ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ଲିଙ୍ଗଗତ ସମସ୍ୟା ଓ ତା’ର ସମାଧାନ ଉପରେ ଏହି ସମ୍ମିଳନୀରେ ଆଲୋଚନା କରାଯିବ। ରାଜ୍ୟ ପୋଲିସର ଶହେରୁ ଅଧିକ ମହିଳା ଅଧିକାରୀ ଓ କର୍ମଚାରୀ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ। ରାଜ୍ୟ ପୋଲିସ ଦ୍ୱାରା ମହିଳା ପୋଲିସଙ୍କ ବିଭିନ୍ନ ସେବା ଓ କଲ୍ୟାଣ ପ୍ରସଙ୍ଗକୁ ନେଇ ଏପରି ଏକ ନିର୍ଦ୍ଦିଷ୍ଟ ରାଜ୍ୟସ୍ତରୀୟ ମହିଳା ପୋଲିସ ସମ୍ମିଳନୀ ଆୟୋଜନ କରିବାରେ ଓଡ଼ିଶା ହେଉଛି ଦେଶର ପ୍ରଥମ। ଏହି ସମ୍ମିଳନୀରେ ଡିଜିପି ଅଭୟ ମୁଖ୍ୟଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ପୋଲିସର ଅନେକ ବରିଷ୍ଠ ଅଧିକାରୀ ଅଂଶଗ୍ରହଣ କରିବେ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବର ୧ରୁ ଭୋଟର ତାଲିକା ସଂଶୋଧନ

ଖୋର୍ଦ୍ଧା ଅଫିସ,୩୦ା୧୦: ଭାରତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶାନାମା ଅନୁଯାୟୀ, ଜିଲାରେ ସ୍ବତନ୍ତ୍ର ସଂକ୍ଷିପ୍ତ ଫଟୋ- ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ...

ବ୍ରାଉନ ସୁଗାର ବ୍ୟବସାୟୀ କୋର୍ଟ ଚାଲାଣ

ଯାଜପୁର ରୋଡ,୨|୮(ନି.ପ୍ର୍ର)- ଯାଜପୁରପୁର ରୋଡ୍‌ ଗୋପବନ୍ଧୁ ନଗରର ନହକା ଛକଠାରେ ଗିରଫ ହୋଇଥିବା ୩ ବ୍ରାଉନ୍‌ ସୁଗାର ବ୍ୟବସାୟୀଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ଏ...

ଭିତରକନିକାରେ ପ୍ରକୃତିପ୍ରେମୀଙ୍କ ଭିଡ଼

ରାଜନଗର,୨୦ା୧୨(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଆରମ୍ଭ ହୋଇଛି ପିକ୍‌ନିକ୍‌ ଋତୁ। ଚଳିତବର୍ଷ ଅକ୍ଟୋବରରୁ ଦେଶ ବିଦେଶ ପର୍ଯ୍ୟଟକଙ୍କ ଆରମ୍ଭ ହୋଇଛି ଭିତରକନିକା ଯାତ୍ରା। ପ୍ରତିଦିନ ଶତାଧିକ ପର୍ଯ୍ୟଟକ...

ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଧାରଣା

ଯୋଡ଼ା, ୧୫।୧୧(ଡି.ଏନ.ଏ.)- ହୀଦ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସ ପାଳନ ଅବସରରେ ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଶୁକ୍ରବାର ପୁର୍ବାହ୍ନରେ କେନ୍ଦୁଝର ଜିଲା ଯୋଡା...

୫-ଟି ସଚିବଙ୍କ ନାରାୟଣପାଟଣା, ଦେଓମାଳି ଗସ୍ତ

କୋରାପୁଟ/ନାରାୟଣପାଟଣା ୫।୨(ସ୍ବ.ପ୍ର./ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର କୋରାପୁଟ ଜିଲା ଗସ୍ତ କରି ନାରାୟଣପାଟଣା ପାଇଁ ଶିକ୍ଷା,ସାସ୍ଥ୍ୟ, ରାସ୍ତା, ପାନୀୟ ଜଳ ସମସ୍ୟା ଦୂର ନେଇ...

ପେଣ୍ଠ ବେଳାଭୂମିରେ ପୁଣି ହେବ ଇକୋ ରିଟ୍ରିଟ୍‌

ରାଜନଗର, ୨ା୧୧(ଡି.ଏନ.ଏ.): ଭିତରକନିକାକୁ କିପରି ଅଧିକ ସଂଖ୍ୟାରେ ପର୍ଯ୍ୟଟକ ଆସିବେ ସେ ନେଇ ରାଜ୍ୟ ସରକାର ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି। ୨୦୨୦ରେ...

ଆନନ୍ଦପୁର ରକ୍ତଭଣ୍ଡାରରେ ନିଆଁ

ଆନନ୍ଦପୁର, ୨୧।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାରରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏକ ଫ୍ରିଜ୍‌ରେ ଶର୍ଟ ସର୍କିଟ୍‌ରୁ ନିଅଁା ଲାଗି...

ବାଲିଘାଟ ନିଲାମ ନେଇ ତତ୍ପରତା: କ୍ଷେତ୍ର ପରିଦର୍ଶନ କଲେ ତହସିଲଦାର

ବନ୍ତ,୧୫।୫(ଡି.ଏନ୍‌.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ସାଳନ୍ଦୀ ନଦୀର ବିଭିନ୍ନ ବାଲିଘାଟ ନିଲାମ ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଶୁକ୍ରବାର ତହସିଲଦାର ଇନ୍ଦିରା ସାହୁ ଖଣି...

Advertisement
Archives

Model This Week