ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର ରିଜର୍ଭ ବ୍ୟାଙ୍କ୍‌ ଗଭର୍ନର ଶକ୍ତିକାନ୍ତ ଦାସ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ବୈଠକ ସୌଜନ୍ୟମୂଳକ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀ-ଗଭର୍ନରଙ୍କ ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ଅର୍ଥ ବିଭାଗ ଉଚ୍ଚ ପଦାଧିକାରୀ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri