ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ବିମାନଯୋଗେ ନୂଆଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ୫ ଦିନିଆ ବୋଲି ଜଣାପଡିଛି। ବୁଧବାର ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ପହଞ୍ଚି ନିଜସ୍ବ ବାସଭବନକୁ ଯିବେ। ସେହିଦିନ ତାଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନାହିଁଁ ବୋଲି ଜଣାପଡିଛି। ଗୁରୁବାର ରାଷ୍ଟ୍ରପତି ଭବନରେ ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମଜୟନ୍ତୀ ପାଳନ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ନବୀନ ଯୋଗ ଦେବେ। ସେହିଭଳି ଶୁକ୍ରବାର ଏବଂ ଶନିବାର ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ନିକଟରେ ବକେୟା ଥିବା ବିଭିନ୍ନ ସହାୟତା ରାଶି ସମ୍ପର୍କିତ ସମୀକ୍ଷା ବୈଠକ କରିବେ। ଆବଶ୍ୟକ ହେଲେ ସେ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ୍‌ କରିପାରନ୍ତି ବୋଲି ଜଣାପଡିଛି। ଏହାର ଦିନକ ପରେ ଅର୍ଥାତ୍‌ ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣ କରାଯାଇଛି କହି ଭୟଙ୍କର ଷଡ଼ଯନ୍ତ୍ର ରଚିଥିଲେ ଡେଲିଭରି ବୟ: ସ୍ତ୍ରୀଙ୍କୁ ଛାଡ଼ି ପ୍ରେମିକାଙ୍କୁ ନେଇ ଫେରାର

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀରେ ଡେଲିଭରି ବୟ ପତିତପାବନ ପୃଷ୍ଟିଙ୍କ ଅପହରଣକୁ ନେଇ ଚହଳ ପଡ଼ିଥିଲା । ସ୍ତ୍ରୀକୁ ଶେଷଥର ମୋତେ ଡର ଲାଗୁଛି,ପଛରେ କିଛି ମଦୁଆ ମୋ...

ହୋମ୍‌ ଆଇସୋଲେଶନରେ ରହିପାରିବେ ନାହିଁ ଦୂରାରୋଗ୍ୟରେ ପୀଡ଼ିତ ଆକ୍ରାନ୍ତ: ଶିଶୁମାନେ କୋଭିଡ୍‌ ହସ୍ପିଟାଲରେ ରୁହନ୍ତୁ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣଜନିତ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଲଗାତର ତିନି ଦିନରୁ ଅଧିକ ହେବ ସଂକ୍ରମିତଙ୍କ ସଂଖ୍ୟା ୪ହଜାର ଟପୁଥିବା...

ଝାରସୁଗୁଡ଼ା ଉପନିର୍ବାଚନ: ମଇଦାନରେ ମଇଦାନରେ ଲଢ଼ିବେ ୯ ପ୍ରାର୍ଥୀ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ଥିଲା ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ତାରିଖ। ତେବେ ନାମାଙ୍କନ ପତ୍ର ଦାଖଲ କରିଥିବା ୧୦ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ...

ଆଦର୍ଶ ବିବାହ: ବାଳାଶ୍ରମର ସସ୍ମିତାଙ୍କୁ ଜୀବନସାଥୀ କଲେ ହରିୟାଣାର ଧର୍ମବୀର

ବରଗଡ଼ ଅଫିସ,୧୨।୩- ବିବାହରେ ନ ଥିଲା ଯାନିଯୌତୁକ। କେବଳ ପରସ୍ପର ଫୁଲମାଳା ବିନିମୟରେ ବରଗଡ଼ ସହର ଉପକଣ୍ଠ ଡାଙ୍ଗସ୍ଥିତ ବିମଳାଦେବୀ ବାଳାଶ୍ରମର ଜଣେ ଅସହାୟ ଯୁବତୀ...

ବରଗଡ଼ ଲୋକ ସଭା: ସୁରେଶ ପୂଜାରୀ ଆଗୁଆ

ବରଗଡ଼ ଅଫିସ,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପାର ସୁରେଶ ପୂଜାରୀ ଆଗୁଆ ରହିଛନ୍ତି। ସୁରେଶ ୫୯୧୭ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

ବାଣୀବିହାର ହଷ୍ଟେଲ ବନ୍ଦ: ୨୪ ଘଣ୍ଟା ଭିତରେ ହଷ୍ଟେଲ ଛାଡିବାକୁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): କରୋନା ସତର୍କତା ପାଇଁ ପୂର୍ବରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ କରାଯାଇଥିବା ବେଳେ ସୋମବାର ଭୁବନେଶ୍ୱର ବାଣୀବିହାର ହଷ୍ଟେଲ ବନ୍ଦ କରିବାକୁ ନିର୍ଦ୍ଦେଶ...

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସି ଗର୍ଭବତୀ ହଟହଟା

ଦାରିଙ୍ଗବାଡ଼ି,୧୦।୯(ଡି.ଏନ.ଏ)-ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ଲାଗି ରହିଛି। ଏଠାରେ ଚିକିତ୍ସାରେ ଅବହେଳା, ଅସ୍ବାସ୍ଥ୍ୟକର ପରିବେଶ ଓ ନିୟମିତ ଡାକ୍ତର ରହୁ ନ ଥିବା ପୂର୍ବରୁ ଅଭିଯୋଗ...

ଗାଡ଼ିଧକ୍କାରେ ଛାତ୍ରୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଝାରସୁଗୁଡ଼ା ଅଫିସ,୧୬ା୯: ଝାରସୁଗୁଡ଼ା ମୁଖ୍ୟ ଚିକିତ୍ସାଳୟ ରାସ୍ତାରେ ଶୁକ୍ରବାର  ଜଣେ ଛାତ୍ରୀ ସାଇକେଲରେ କଲେଜ ଯାଉଥିବା ବେଳେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ...

Advertisement
Archives

Model This Week