ଆଜି ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୭ା୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯ ଜଣ ଚିହ୍ନଟ ହୋଇଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨୬ ଜଣ ଶିଶୁ ବି ଅଛନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଜପତିରୁ ୧୫ ଏବଂ ଅନୁଗୋଳରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଖୋର୍ଦ୍ଧାରୁ ୧୦, ବାଲେଶ୍ୱରରୁ ୫, ବଲାଙ୍ଗୀର ୨, ବୌଦ୍ଧ ୩, କଟକ ୧, ଦେବଗଡ଼ ୧, ଢେଙ୍କାନାଳ ୧, ଗଞ୍ଜାମ ୧, ଜଗତସିଂହପୁର ୧, ଯାଜପୁର ୯, ଝାରସୁଗୁଡ଼ା ୧୨, କୋରାପୁଟ ୪, ମୟୂରଭଞ୍ଜ ୫, ନବରଙ୍ଗପୁର ୪, ପୁରୀ ୧, ରାୟଗଡ଼ାରୁ ୨ ଏବଂ ସୁନ୍ଦରଗଡ଼ରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ବେଳେ ୧୨,୭୫,୫୪୨ ଜଣ ସୁସ୍ଥ ହୋଇଛନ୍ତି। ୧୩୧୩ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ବିରୋଧରେ ପ୍ରଦର୍ଶନ, ବିକ୍ଷୋଭକାରୀଙ୍କ ଉପରେ ଲାଲ୍‌ ଲଙ୍କା ସ୍ପ୍ରେ…

ମେଲବୋର୍ନ,୧୮।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଷ୍ଟ୍ରେଲିଆରେ ମେଲବୋର୍ନରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଏହାକୁ ବିରୋଧ କରି ଲୋକେ ଶନିବାର ପ୍ରଦର୍ଶନ କରିଛନ୍ତି। ବିକ୍ଷୋଭକାରୀଙ୍କୁ...

ମନ୍ତ୍ରୀପଦ ବଞ୍ଚାଇବାକୁ କସରତ

ଭୁବନେଶ୍ୱର,୧୫ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ଉପରେ ରହିଛି ୩ ପ୍ରମୁଖ ରାଜନୈତିକ ଦଳଙ୍କ ଆଖି । କଂଗ୍ରେସ ତା’ର ପୁରୁଣା ଗଡ଼କୁ ଫେରାଇ ଆଣିବାକୁ ଉଦ୍ୟମ କରୁଥିବା...

୮ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜଧାନୀରେ ପୁଣି ଲଜ୍ଜା। ଖଣ୍ଡଗିରି ଥାନା ଆଇଗଣିଆ ଅଞ୍ଚଳରେ ଥିବା ଏକ ବସ୍ତିରେ ଜଣେ ୮ବର୍ଷର ଶିଶୁ କନ୍ୟାଙ୍କୁ ଗଣବଳାକତ୍ାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା...

ପୁରୀରେ ଡଗ୍‌ ଶୋ:କୌଶଳ ଦେଖାଇଲେ୧୮ ପ୍ରଜାତିର ୧୪୭ କୁକୁର

ପୁରୀ ଅଫିସ, ୧୩ା୧: କୁକୁର ହେଲେ ବି ମାଲିକଙ୍କ ପ୍ରତି ଥିଲା ସେମାନଙ୍କର ଢେର୍‌ ଭଲପାଇବା ଆଉ ବିଶ୍ୱସନୀୟତା। ମାଲିକଙ୍କ ପ୍ରତିଟି ନିର୍ଦ୍ଦେଶ ମାନି ବିଚାରକଙ୍କୁ...

ସକ୍ରିୟ ମାମଲା ୫ ହଜାର ତଳେ…

ନୂଆଦିଲ୍ଲୀ, ୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

ଏମିତି ବି ମାଡ଼ିଆସେ ମୃତ୍ୟୁ

କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ...

ମହାରାଷ୍ଟ୍ରରୁ ଆସିଲା ଖୁସି ଖବର: ସୁସ୍ଥ ହେଲେ ୫୦ କରୋନା ସଂକ୍ରମିତ

ମୁମ୍ବାଇ,୪।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ଏବେ ସେଠାରେ ୫୦ ଜଣ କରୋନା ପଜିଟିଭ ସୁସ୍ଥ ହୋଇଥିବା ସୂଚନା ମିଳିଛି।...

ଜୁନ୍‌ ୨୦୨୩ ସୁଦ୍ଧା ସରିବ ଲୋୟର ସୁକତେଲ ସ୍ପିଲ୍‌ ଓ୍ବେ କାର୍ଯ୍ୟ

ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର...

Advertisement
Archives

Model This Week