ଆଜି ରାଜ୍ୟରୁ ୫୯ ପଜିଟିଭ୍‌ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୮।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୫୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୮୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୬ ଏବଂ ଯାଜପୁରରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୪, ବାଲେଶ୍ୱର ୪, ବରଗଡ଼ ୧, ବଲାଙ୍ଗୀର ୧, କଟକ୨, ଦେବଗଡ଼ ୩, ଗଜପତି ୧, ଝାରସୁଗୁଡ଼ା ୪, କେନ୍ଦୁଝର ୩, ଖୋର୍ଦ୍ଧା ୩, ମୟୂରଭଞ୍ଜ ୩, ନବରଙ୍ଗପୁର ୧, ନୟାଗଡ଼ ୩, ନୂଆପଡ଼ଶ ୨, ପୁରୀ ୨ ଏବଂ ରାୟଗଡ଼ାରୁ ମଧ୍ୟ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୮୦୩ରେ ପହଞ୍ଚିଥିବା ବେଳେ ୩,୩୫,୦୮୦ ଜଣ ସୁସ୍ଥ ହୋଇଛନ୍ତି। ୭୫୩ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ: ଜାଣନ୍ତୁ ସମସ୍ତ ସୂଚନା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ଲାଗିବ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ । ଏହା ଚଳିତ ବର୍ଷର ଅନ୍ତିମ ଚନ୍ଦ୍ର ଗ୍ରହଣ । ମଙ୍ଗଳବାର ଅପରାହ୍ନ ୨ଟା...

ରାଜପ୍ରସାଦ ବିଜେ:ମହାପ୍ରଭୁ ସୁସ୍ଥ ହେବା ଖବର ଜାଣିଲେ ଗଜପତି

ପୁରୀ ଅଫିସ, ୩୦ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଥିଲେ ମହାପ୍ରଭୁ। ଅଣସର ଘରେ ଠାକୁରଙ୍କ ଗୁପ୍ତସେବା ଚାଲିଥିଲା।...

ଆଉ ଏକ ବିଦ୍ରୋହ ପାଇଁ ବାଜିଲା ବୀର ଧ୍ୱନି

ଭୁବନେଶ୍ୱର, (ବ୍ୟୁରୋ)/ଖୋର୍ଦ୍ଧା ଅଫିସ, ୧୮ା୧୨: ୧୮୧୭ ମସିହା ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପ୍ରଦାନ ଓ ପାଇକ ସ୍ମାରକୀ ନିର୍ମାଣ ଦାବିରେ...

ମହିଳାଙ୍କୁ ଗଣ ବଳାତ୍କାର ଅଭିଯୋଗ: ସ୍ବାମୀ ଛାଡି ଚାଲିଯିବାପରେ ଥାନାର ଦ୍ୱାରସ୍ଥ ହେଲେ ମହିଳା

ରାଉରକେଲା ଅଫିସ, ୧୧।୭: ଝିରିପାଣି ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ଗଣ ବଳାତ୍କାର କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଗତ ୭ ତାରିଖରେ ଏଭଳି ଘଟଣା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୯, ଅନୁଗୋଳରୁ ୧୭୪,...

ଚାଲିଛି ସାନି ମତଦାନ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ବୁଥରେ ବୁଧବାର ସାନି ମତଦାନ ହେଉଛି । ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଯୋଗୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ସ୍ଥଗିତ ଥିବା...

୨ ମାସରେ ୪ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତ ୨ ମାସ ମଧ୍ୟରେ ରାଜ୍ୟରେ ୪ ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ପ୍ରଥମେ ମୟୂରଭଞ୍ଜ, ଅନୁଗୋଳ, ଜଗତ୍‌ସିଂହପୁର ଜିଲାରେ...

ସୁବ୍ରତ ବାଗ୍‌ଚୀ କରୋନା ସଚେତନତା କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀଙ୍କୁ ରାଜ୍ୟ ସରକାର କରୋନା (କୋଭିଡ-୧୯) ସଚେତନତା ପାଇଁ ଗଠିତ ଆଇଇସି ଟିମ୍‌ର ଅଧ୍ୟକ୍ଷ ଭାବେ...

Advertisement
Archives

Model This Week