ଆଜି ରାଜ୍ୟରେ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୬୯ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୪୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୪୯୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ବର୍ଷା

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ମଙ୍ଗଳବାର ଅନୁଭବଙ୍କ...

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୨୫।୧: ପୁରୀରେ ରଥଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଆରମ୍ଭ ହୋଇଛି। ଶନିବାର ପ୍ରଥମ ପର୍ଯ୍ୟାୟ ରଥକାଠ ନୟାଗଡ଼ ବନଖଣ୍ଡରୁ ଆସି ପୁରୀରେ ପହଞ୍ଚିଛି। ଦୁଇଟି...

ପେଟ୍ରୋଲ ୧୧ ପଇସା ବଢ଼ିଲା

ଭୁବନେଶ୍ୱର,୨୯ା୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇ ଚାଲିଛି। ବର୍ତ୍ତମାନ କରୋନା ସଂକ୍ରମଣ ଯୋଗୁ ଲୋକମାନେ ଆଶଙ୍କାରେ ଥିବା ବେଳେ ତୈଳ...

ଫେବୃୟାରୀ ୧କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶୀ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ଟ୍ରିବ୍ୟୁନାଲ କରିଛନ୍ତି। ଏଥିରେ ପରବର୍ତ୍ତୀ ଶୁଣାଣିକୁ...

ଗଞ୍ଜାମ ଜିଲାପାଳଙ୍କ ନାମରେ ଫେକ୍‌ ହ୍ବାଟ୍ସଆପ୍‌

ବ୍ରହ୍ମପୁର ଅଫିସ,୮ା୭: ସାଇବର ଠକମାନେ ସାଧାରଣ ଲୋକଙ୍କୁ ଠକି ଟଙ୍କା ଲୁଟି ନେଉଥିବା ଘଟଣା ନେଇ ବାରମ୍ବାର ଥାନାରେ ଏତଲା ହେଉଛି। ହେଲେ ବର୍ତ୍ତମାନ ଗଞ୍ଜାମ...

ଧାମନଗର ଉପନିର୍ବାଚନ: ଅଭିଯୋଗ ଆସିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆସନ୍ତା ୩ ତାରିଖରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ପ୍ରାର୍ଥୀମାନେ ନିଜର ଦଳୀୟକର୍ମୀଙ୍କ ସହ ଜୋରଦାର ପ୍ରଚାର କରୁଛନ୍ତି।...

ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଡାକ୍ତର ନିଯୁକ୍ତି ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ପଟ୍ଟାମୁଣ୍ଡାଇ, ୧୨।୧୦ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ହସ୍ପିଟାଲରେ ଡାକ୍ତର ଅଭାବ ଯୋଗୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ହସ୍ପିଟାଲକୁ ଦୈନିକ ୫ ଶହରୁ ଅଧିକ ରୋଗୀ...

ଟାଙ୍ଗିଆରେ ମା’ଙ୍କୁ ହତ୍ୟା

ଚୌଦ୍ୱାର, ୧୬। ୭(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ କଖଡି ପଞ୍ଚାୟତ ଗୋପୀନାଥପଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକ ନିଜ ମା’ଙ୍କୁ ଟାଙ୍ଗିଆରେ ହାଣି...

Advertisement
Archives

Model This Week