ଆଜି ରାଜ୍ୟରେ ୨୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୭ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୮୫ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୪୫୩ ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୨ ହଜାର ୭୩୫ରେ ପହଞ୍ଚିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ,…

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri