ଆଜି ରାଜ୍ୟସ୍ତରୀୟ ସତ୍‌ସଙ୍ଗ କର୍ମୀ ସମ୍ମିଳନୀ: ଯୋଗଦେବେ ପୂଜନୀୟ ବାବାଇଦା

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସ୍ଥାନୀୟ ସତ୍‌ସଙ୍ଗ ବିହାରଠାରେ ରବିବାର ରାଜ୍ୟସ୍ତରୀୟ ସତ୍‌ସଙ୍ଗ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ସତ୍‌ସଙ୍ଗର ପ୍ରଶାସକ ପୂଜନୀୟ ଅର୍କଦ୍ୟୁତି ଚକ୍ରବର୍ତ୍ତୀ ‘ବାବାଇଦା’ଙ୍କର ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ସତ୍‌ସଙ୍ଗର ଆଚାର୍ଯ୍ୟଦେବ ଶ୍ରୀଶ୍ରୀଦାଦାଙ୍କ ଆଶୀର୍ବାଦକ୍ରମେ ଆସନ୍ତା ନଭେମ୍ବର ୧୭ରେ ଏଠାରେ ରାଜ୍ୟସ୍ତରୀୟ ‘ସୁଧା-ସର୍ଜନା’ ମହୋତ୍ସବ ଅନୁଷ୍ଠିତ ହେବ। ସତ୍‌ସଙ୍ଗ ବିହାରଠାରେ ରବିବାର ସକାଳେ ‘ବାବାଇଦା’ ପହଞ୍ଚତ୍ବା ପରେ ପ୍ରଥମେ ସ୍ବସ୍ତୟନୀ ବ୍ରତ ପ୍ରଦାନ କରିବେ। ତତ୍‌ପରେ ପୂର୍ବାହ୍ନ ୧୦.୩୦ ମିନିଟ୍‌ରେ ସମ୍ମିଳନୀରେ ଯୋଗଦେଇ ଉକ୍ତ ମହୋତ୍ସବର ସଫଳ ରୂପାୟନ ଲାଗି କର୍ମୀମାନଙ୍କୁ ଦିଗ୍‌ଦର୍ଶନ ଦେବାର କାର୍ଯ୍ୟକ୍ରମ ରହିଥିବା ସତସଙ୍ଗ ବିହାର ପକ୍ଷରୁ ସୂଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଗୁଥିବା ସ୍ବପ୍ନ

ମଣିଷ ସ୍ବପ୍ନ ତ ଦେଖେ କିନ୍ତୁ ସବୁ ସ୍ବପ୍ନ ସତ ହୁଏନା। ଅନେକ ସ୍ବପ୍ନ ଅଧୁରା ରହେ। ଆଉ କିଛି ସ୍ବପ୍ନ ପୂରଣ ହୁଏ ସତ। ସ୍ବପ୍ନ…

ମନମୁଖି ଛଟେଇ

କିଛିଦିନ ତଳେ ସକାଳେ ଓରାକଲ କମ୍ପାନୀ କୌଣସି ପୂର୍ବ ଆଲୋଚନା ନ କରି ବା ସୂଚନା ବା ଚେତାବନୀ ନ ଦେଇ ସ୍ବୟଂଚାଳିତ ଇ-ମେଲ୍‌ରେ ଏକା ଥରକେ…

ନିର୍ଦ୍ଦେଶରେ ଦ୍ୱନ୍ଦ୍ୱ

ଯଦି ଆପଣ ଭାବୁଛନ୍ତି ଯେ ଦିଲ୍ଲୀରେ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ଦ୍ୱନ୍ଦ୍ୱାତ୍ମକ ଥିଲା ତାହା ନୁହେଁ, ଏବେ ତାମିଲନାଡୁରେ ସମାନ ପ୍ରକାର କାହାଣୀ ଦେଖିବାକୁ ମିଳିିଛି;…

ଏହି ଜିଲାରେ ଆଜିଠୁ ୫ ଦିନ ଯାଏ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୮।୩: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।…

ଏସ୍‌ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା

କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍‌ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର…

ନବଗଠିତ ଲୋଇସିଂହା ଏନଏସିରେ ଟେଣ୍ଡର ଫିକ୍ସିଂ ଅଭିଯୋଗ: ଲୁଚାଛପାରେ….

ଲୋଇସିଂହା,୧୮।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲାର ନବଗଠିତ ଲୋଇସିଂହା ଏନଏସିରେ ସଫେଇ କାମ ଓ ଉପକରଣ ଯୋଗାଣରେ ଟେଣ୍ଡର ଫିକ୍ସିଂ ହୋଇଥିବା ଅଭିଯୋଗ ହେଉଛି। ଗତ ଫେବୃୟାରୀ ୨୫ ତାରିଖରେ…

ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଏଠାରେ ଧାନବିକ୍ରି ସମସ୍ୟା ସାଧାରଣରେ ପରିଣତ ହୋଇଥିବାବେଳେ ଅଦିନିଆଁ ବର୍ଷା, କରାମାଡ଼, ରୋଗପୋକ ଉପଦ୍ରବରୁ ଫସଲକ୍ଷତି ଚାଷୀଙ୍କ…

ଯୁଦ୍ଧରେ ବ୍ୟସ୍ତ ଅଛନ୍ତି ଟ୍ରମ୍ପ, ଏପଟେ ଭିତିରିଆ ଖେଳ କରିଦେଲେ ଭାରତ-ଚାଇନା, ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୮।୪: ଆମେରିକା ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନ ସହିତ ଜଡିତ ଥିବାବେଳେ, ଅନ୍ୟପକ୍ଷରେ, ଭାରତ ଏବଂ ଚାଇନା କୂଟନୈତିକ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri