ଆଜି ଶର୍ମିଷ୍ଠାଙ୍କ ୨ ସହଯୋଗୀଙ୍କୁ ଜେରା

ଭୁବନେଶ୍ୱର,୧୬।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଶନିବାର କ୍ରାଇମବ୍ରାଞ୍ଚ ଟିମ୍‌ ଶର୍ମିଷ୍ଠାଙ୍କ ୨ ସହଯୋଗୀ ଭାଗ୍ୟଧର ଓ ବିବେକକୁ ପଚରାଉଚରା କରିବ। ଏଥିପାଇଁ ଚାନ୍ଦବାଲି କୋର୍ଟ ଅନୁମତି ଦେଇଛନ୍ତି। ଗତ ମାସ ୧୨ରେ ଉଭୟଙ୍କୁ ଗିରଫ କରିଥିଲା ଚାନ୍ଦବାଲି ପୋଲିସ।
ସେହିପରି ଅଭିଯୁକ୍ତଙ୍କ ଟିଆଇ ପରେଡ ପାଇଁ ଅନୁମତି ମାଗିଛି କ୍ରାଇମବ୍ରାଞ୍ଚ । ଅନୁମତି ମିଳିବା ପରେ ଶର୍ମିଷ୍ଠାଙ୍କୁ ଛାଡି ଅନ୍ୟ ୫ ଜଣଙ୍କର ଟିଆଇ ପରେଡ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ହଟାଗଲା ହୋର୍ଡିଂ

ଭଣ୍ଡାରିପୋଖରୀ, ୧।୨ (ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗ୍ରାମାଞ୍ଚଳରେ ତିନି ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଆରମ୍ଭ ହୋଇଯାଇଛି। ସରକାରଙ୍କ ଯୋଜନା ସମ୍ପର୍କରେ ସୂଚନା...

କରୋନା ମୁକାବିଲା ପାଇଁ ଉପଦେଷ୍ଟା କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୫।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ବେଳେ ୧୦ ଜିଲାରେ ସଂକ୍ରମଣ ହାର କମିଥିବା ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାମାତ୍ର...

କାମ ସାରି ଆସୁଛି କହି ନବଜାତ ଶିଶୁପୁତ୍ରକୁ ଛାଡ଼ି ଚାଲିଗଲା ମା’

ଭଦ୍ରକ ଅଫିସ, ୨୨।୩- ଭଦ୍ରକ ଚରମ୍ପା ନିକଟ ଲକ୍ଷ୍ମୀନାରାୟଣ ମନ୍ଦିର ନିକଟରେ ସୋମବାର ବସିଥିବା ଯୁବକଙ୍କୁ ଜଣେ ମହିଳା କାମ ସାରି ଆସିବା ପର୍ଯ୍ୟନ୍ତ ତାଙ୍କ...

ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ଟେଣ୍ଟ ହାଉସ ମାଲିକ ସଂଘର ବିରୋଧ : ସରକାରୀ, ରାଜନୈତିକ କାର୍ଯ୍ୟରେ ବାନ୍ଧିବେନି ଟେଣ୍ଟ

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ସହ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପାଇଁ ଟେଣ୍ଟ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଛି। ଟେଣ୍ଟ ହାଉସ...

ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୭୦୩ କରୋନା ଆକ୍ରାନ୍ତ...

୪ ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧି ୭ ଦିନ ବଢିଲା

ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୪ଟି ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧିକୁ ଜିଲାପାଳ ଆଶିଷ ଠାକରେ ୭ ଦିନ ବୃଦ୍ଧି କରିଛନ୍ତି। ଆଦେଶନାମା ନଂ ୧୦୮୬/୧୮।୫।୨୦୨୦ଅନୁସାରେ...

ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ...

ଛାତ୍ରୀ ମୃତ୍ୟୁ ନେଇ ଉତ୍ତେଜନା, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କୋରାପୁଟ,୧୬ା୭(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୁଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ୮...

Advertisement
Archives

Model This Week