ଆଜି ସୁଆର ମହାସୁଆର ନିର୍ବାଚନ

ପୁରୀ ଅଫିସ, ୯ା୮: ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ମୋଟ ୩୭ ଜଣ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ୧୫ ଜଣ ନିର୍ବାଚିତ ହେବେ। କୋଇଲି ବୈକୁଣ୍ଠ ପରିସରରେ ଥିବା ନିଯୋଗ କାର୍ଯ୍ୟାଳୟରେ ଭୋଟ ଗ୍ରହଣ କରାଯିବ। ସକାଳ ୯ଟାରୁ ଅପରାହ୍ନ ୫ଟା ମଧ୍ୟରେ ଭୋଗ ଗ୍ରହଣ ହେବ। ୧୧ ତାରିଖ ସକାଳ ୯ଟାରୁ ଗଣତି ହୋଇ ସେହିଦିନ ଫଳାଫଳ ପ୍ରକାଶ ପାଇବ। ନିର୍ବାଚିତ ୧୫ ଜଣଙ୍କ ମଧ୍ୟରୁ ସଭାପତି, ସମ୍ପାଦକ ପ୍ରମୁଖ କର୍ମକର୍ତ୍ତା ଚୟନ କରାଯିବ। ଶ୍ରୀମନ୍ଦିରର ସବୁଠୁ ବଡ଼ ନିଯୋଗ କୁହାଯାଉଥିବା ସୁଆର ମହାସୁଆର ନିଯୋଗ କ୍ଷମତା କାହା ହାତରେ ରହିବ ତାହା ଉପରେ ଏବେ ସମସ୍ତଙ୍କ ନଜର। ନିଯୋଗର ତିନିଗୋଷ୍ଠୀ କ୍ଷମତା ହାତେଇବାକୁ ସବୁ ପ୍ରକାର ଉଦ୍ୟମ କରିଥିବାବେଳେ କିଏ ଏହି ନିଯୋଗ ପଦ ପଦବୀରେ ରହୁଛନ୍ତି ତାହା ରବିବାର ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌କୁ ନେଇ ପ୍ରଶ୍ନୋତ୍ତର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଏକ ପ୍ରାକୃତିକ ମନୋରମ ଫଟୋକୁ ଟୁଇଟ୍‌ କରିଥିଲେ। ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ସେ ଅନେକ ସ୍ଥାନ ଭ୍ରମଣ...

୭୦୦କୋଟିର କାର୍ଯ୍ୟ ଯୋଜନା ଅନୁମୋଦିତ

ଭୁବନେଶ୍ୱର,୨୫-୯(ବ୍ୟୁରୋ)ରାଜ୍ୟରେ ଚିହ୍ନଟ କରାଯାଇଥିବା ୯ଟି ରୁର୍ବାନ ଅଞ୍ଚଳ ପାଇଁ ସରକାର ୭୦୦ କୋଟି ଟଙ୍କାର କାର୍ଯ୍ୟ ଯୋଜନାକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ...

ଶୁଖିଲା ପଡ଼ିଛି ମହାନଦୀ

ଭୁବନେଶ୍ୱର,୨୩ା୩(ବ୍ୟୁରୋ):ବୁଧବାର ବିଧାନସଭାର ଶୂନ୍ୟକାଳରେ ବିଜେଡି ସଭ୍ୟ ଦେବୀ ପ୍ରସାଦ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇ କେନ୍ଦ୍ର ଓ ଛତିଶଗଡ଼ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ...

ଭୁବନେଶ୍ୱରରୁ ପୁଣି ୬୪ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୮୭

ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭ଜଣ ରହିଥିବା ବେଳେ ଲୋକାଲ କେସ୍‌ ରହିଛି...

ଅନ୍‌ଲାଇନରେ ବିବାହ, ଅନ୍ତ୍ୟେଷ୍ଟି ଅନୁମତି

ଭୁବନେଶ୍ୱର,୧୮।୫(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ଲୋକଙ୍କୁ ଯଥା ସମ୍ଭବ ଥାନାକୁ ନ ଆସିବା ପାଇଁ ପରାମର୍ଶ ଦିଆଯାଉଛି। ଏଥିପାଇଁ ଅଭିଯୋଗଠାରୁ...

କାଲିଠାରୁ କଟକ- ଭୁବନେଶ୍ୱରରେ ଗଡିବ ମୋ ବସ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ)-ଆସନ୍ତା କାଲିଠାରୁ ଭୁବନେଶ୍ୱର ଓ କଟକରେ ଗଡ଼ିବ ମୋ ବସ। ପ୍ରଥମ ପର୍ଯ୍ୟାୟରେ ୭ଟି ରୁଟରେ ଅଣ ଶୀତତାପ ନିୟନ୍ତ୍ରିତ ବସ ଚଳାଚଳ କରିବ। ସକାଳ...

ଡିସେମ୍ବର ପହିଲାରୁ ପୁଣି କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ: ମନ୍ତ୍ରୀ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଡିସେମ୍ବର ୧ ତାରିଖରୁ ପୁଣିଥରେ କଡ଼ାକଡ଼ି ହେବ ନୂତନ ମୋଟର ଯାନ ଆଇନ। ଓଡ଼ିଶାରେ କିଛି ଦିନ ଧରି ଏହାକୁ କୋହଳ କରାଯାଇଥିବା ବେଳେ...

ଡରାଇଲାଣି କରୋନା: ଚିହ୍ନଟ ହେଲେ ଆଉ ୧୧୯୬ ଆକ୍ରାନ୍ତ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ବେଳକୁ ବେଳ କାୟା ବିସ୍ତାର କରୁଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ...

Advertisement
Archives

Model This Week