ଆଜି ୫ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ଆଜି ରାଜ୍ୟର ଅନେକ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ବଲାଙ୍ଗୀର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ବାଲେଶ୍ୱର ଓ ଭଦ୍ରକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ସେଥିପାଇଁ ଦିନ ୧୨ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଉକ୍ତ ଜିଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ରାୟଗଡ଼ା, କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼ ଆଦି ୫ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri