Posted inଜାତୀୟ

ଆଜ୍‌ମାରୁ ମୁକ୍ତି ଲାଗି ‘ମାଛ ପ୍ରସାଦମ୍‌’ ଗ୍ରହଣ କଲେ ଏକ ଲକ୍ଷରୁ ଅଧିକ ଲୋକ

ହାଇଦ୍ରାବାଦ୍‌,୯।୬: ଆଜ୍‌ମାରୁ ମୁକ୍ତି ଲାଗି ହାଇଦ୍ରାବାଦ୍‌ର ପ୍ରଦର୍ଶନୀ ପଡ଼ିଆରେ ଏକ ଲକ୍ଷରୁ ଅଧିକ ଲୋକ ପହଞ୍ଚି ‘ମାଛ ପ୍ରସାଦମ୍‌’ ଗ୍ରହଣ କରିଛନ୍ତି। ଦୀର୍ଘ ୧୭୦ ବର୍ଷ ଧରି ଏଭଳି କାର୍ଯ୍ୟକୁ ବାଥିନୀ ପରିବାର ପକ୍ଷରୁ ମାଗଣାରେ ସମ୍ପନ୍ନ କରାଯାଉଥିବା ବାଥିନୀ ହରିନାଥ ଗୌଡ଼ ସୂଚନା ଦେଇଛନ୍ତି। ବାଥିନୀ ପରିବାର ସଦସ୍ୟ ଆଜ୍‌ମା ଚିକିତ୍ସା ଲାଗି ଏହି ଚମତ୍କାରୀ ଔଷଧ ପ୍ରଦାନ କରିଥାନ୍ତି। ଏହାର ପ୍ରସ୍ତୁତି ପ୍ରଣାଳୀ କେବଳ ବଥିନୀ ପରିବାର ସଦସ୍ୟଙ୍କ ହିଁ ଜଣାଥିବା ସେ କହିଛନ୍ତି। ହଳଦିଆ ଆୟୁର୍ବେଦ ପ୍ରଲେପ ମୁରେଲ୍‌ ମାଛ ଉପରେ ବୋଳି ଏହାକୁ ରୋଗୀଙ୍କୁ ଖାଇବାକୁ ଦିଆଯାଇଥାଏ। ଏହା ସହିତ ୪୫ ଦିନ ଲାଗି ଔଷଧ ମଧ୍ୟ ଦିଆଯାଇଥାଏ ବୋଲି ହରିନାଥ ଗୌଡ଼ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏଏକୁ ବିରୋଧ କରି ଷ୍ଟାଲିନଙ୍କ ଦସ୍ତଖତ ଅଭିଯାନ

ଚେନ୍ନାଇ,୨।୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ଥମିବାର ନାଁ ନେଉନି। ରବିବାର ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନଙ୍କ ଦ୍ୱାରା ସିଏଏକୁ ବିରୋଧ...

‘ଗୋଆରେ ସରକାରକୁ ଆସିଲେ ମାଗଣାରେ ବିଦ୍ୟୁତ୍‌ ଦେବୁ’

ପଣନୀ,୧୪।୭: ଯଦି ଦିଲ୍ଲୀ ବାସୀ ମାଗଣାରେ ବିଦ୍ୟୁତ ପାଉଛନ୍ତି, ତେବେ ଗୋଆ ଲୋକେ କାହିଁକି ନୁହେଁ। ଗୋଆରେ ସରକାରକୁ ଆସିଲେ ପ୍ରତ୍ୟେକ ପରିବାରକୁ ମାସକୁ ୩୦୦...

ଅମିତ ଶାହଙ୍କୁ ବୋମା ପକାଇ ଉଡାଇ ଦେବାକୁ ଧମକ

ବିଦିଶା, ୨।୭: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି ବୋଲି ମଧ୍ୟପ୍ରଦେଶର ବିଦିଶା ଜିଲାର ଗଞ୍ଜବାସୌଦା ବିଧାୟିକା...

ରାହୁଲଙ୍କ ଚୌକିଦାର, ରାଫାଲ ସ୍ଲୋଗାନ ବିଫଳ

ନୂଆଦିଲ୍ଲୀ,୨୪-୫- (ପି.ଟି.):କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଚୌକିଦାର ଏବଂ ରାଫାଲ ସ୍ଲୋଗାନ ବିଫଳ ହୋଇଛି। ନ୍ୟାୟ ଯୋଜନା ମଧ୍ୟ ଦଳ ପାଇଁ ଭୋଟ ସଂଗ୍ରହ କରିବାରେ ବିଫଳ...

‘ଆଦିପୁରୁଷ’ ଟ୍ରେଲରକୁ ନେଇ ବିବାଦ: ଗୃହମନ୍ତ୍ରୀ ଦେଲେ ଚେତାବନୀ

ଭୋପାଳ,୪।୧୦: ବଲିଉଡ ଫିଲ୍ମ ‘ଆଦିପୁରୁଷ’ ଟ୍ରେଲରର ଏକ ଦୃଶ୍ୟକୁ ନେଇ ବିବାଦ ଦେଖାଦେଇଛି। ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ମଙ୍ଗଳବାର କହିଛନ୍ତି, ସେ ‘ଆଦିପୁରୁଷ’ ଟ୍ରେଲର...

କଳାବଜାରକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ନୂଆଦିଲ୍ଲୀ,୮।୪: ଭାରତରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ିବାରେ ଲାଗିଛି। କେତେକ ସ୍ଥାନରେ ଜିନିଷ ମିଳୁ ନ ଥିବା...

‘କର୍ନାଟକ ଭଳି ମଧ୍ୟପ୍ରଦେଶରେ ମଧ୍ୟ…’ବୈଠକ ପରେ ପ୍ରତିକ୍ରିୟା ରଖିଲେ ରାହୁଲ

ନୂଆଦିଲ୍ଲୀ,୨୯।୫: ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ସମ୍ପର୍କରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ମୁଖ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକ...

ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣ: ବଢ଼ିଲା ୧୦ ବର୍ଷ

ନୂଆଦିଲ୍ଲୀ,୪।୧୨: ଲୋକସଭା ଓ ରାଜ୍ୟ ବିଧାନସଭାରେ ଏସ୍‌ସି/ଏସ୍‌ଟି ସଂରକ୍ଷଣକୁ ଆସନ୍ତା ୧୦ ବର୍ଷ ପର୍ଯ୍ୟନ୍ତ ବଢ଼ାଇବା ପ୍ରସ୍ତାବକୁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ର ମଞ୍ଜୁରୀ...

Advertisement
Archives

Model This Week