Posted inଖେଳ

ଆଝାରୁଦ୍ଦିନଙ୍କ ପୁଅ-ସାନିଆଙ୍କ ଭଉଣୀ

ହାଇଦ୍ରାବାଦ,୭।୧୦: ଭାରତୀୟ ଷ୍ଟାର ମହିଳା ଟେନିସ ଖେଳାଳି ସାନିଆ ମିର୍ଜାଙ୍କ ଭଉଣୀ ଆନମ ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅ ଅସଦଙ୍କୁ ବିବାହ କରିବେ। ଏ ନେଇ ସ୍ପଟ କରିଛନ୍ତି ସାନିଆ। ଆନମ ବ୍ୟାଚଲର ପାର୍ଟି ମଧ୍ୟ ଦେଇସାରିଛନ୍ତି। ଏହି ବିବାହ ନେଇ ସମସ୍ତେ ଉତ୍ସୁକ ବୋଲି ସାନିଆ କହିଛନ୍ତି। ତାଙ୍କ ବିବାହ ଡିସେମ୍ବରରେ ହେବ। ଭଉଣୀ ଅମାନ ଓ ଅସାଦଙ୍କ ସହ ଏକ ଫଟୋକୁ ସୋସିଆଲ ମିଡିଆରେ ଶେୟାର କରି କ୍ୟାପଶନରେ ‘ଫ୍ୟାମିଲି’ ଲେଖିଥିଲେ ସାନିଆ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ୟାନେଲରେ ୨ ଭାରତୀୟ ମହିଳା ଅମ୍ପାୟର

ମୁମ୍ବାଇ, ୧୯।୩ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ଡେଭ୍‌ଲପମେଣ୍ଟ ଅମ୍ପାୟର ପ୍ୟାନେଲରେ ଦୁଇଜଣ ଭାରତୀୟ ମହିଳା ଅମ୍ପାୟର ସ୍ଥାନ ପାଇଛନ୍ତି। ସୋମାନେ ହେଲେ ମୁମ୍ବାଇର...

ସତର୍କ ରହିବା ଜରୁରୀ

ଡିଏଗୋ ମାରାଡୋନା ଯାହା କରି ଦେଖାଇଥିଲେ ତାହା ଲିଓନେଲ ମେସି ଯଦି କରି ଦେଖାଇଦିଅନ୍ତି ତେବେ ଆର୍ଜେଣ୍ଟିନା ତୃତୀୟଥର ବିଶ୍ୱକପ୍‌ ହାସଲ କରିପାରିବ। ଏହି ଲକ୍ଷ୍ୟ...

ଅଲିମ୍ପିକ୍ସ ପାଇଁ ନୀରଜ କଳିଙ୍ଗରେ ନେଇଥିଲେ ଟ୍ରେନିଂ

ଭୁବନେଶ୍ୱର, ୮।୮(କ୍ରୀଡ଼ା ପ୍ରତିନିଧି): ଟୋକିଓ ଅଲିମ୍ପିକ୍ସର ପୁରୁଷ ଜାଭେଲିନ ଥ୍ରୋ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତି ଭାରତକୁ ଗର୍ବିତ କରିଛନ୍ତି ତାରକା ଆଥଲେଟ୍‌ ନୀରଜ ଚୋପ୍ରା।...

ବୋପାନ୍ନା-ସ୍କୁଗୋର ଦ୍ୱିତୀୟ ରାଉଣ୍ଡରେ

ପ୍ୟାରିସ୍‌, ୨ା୬ (ପି.ଟି.)-ଭାରତର ରୋହନ ବୋପାନ୍ନା ଓ କ୍ରୋଏସିଆର ଫ୍ରାଙ୍କୋ ସ୍କୁଗୋର ଫ୍ରେଞ୍ଚ ଓପନ୍‌ ଟେନିସ୍‌ ପୁରୁଷ ଡବଲ୍ସ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର...

ପିତା ହେବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌

ନିକଟରେ ଭାରତୀୟ କ୍ରିକେଟର୍‌ ବିରାଟ୍‌ କୋହଲି ପିତା ହେବା କଥା ଘୋଷଣା କରିଥିଲେ। ଏବେ ଆଉ ଜଣେ ଲୋକପ୍ରିୟ କ୍ରିକେଟର୍‌ ପିତା ହେବାକୁ ଯାଉଛନ୍ତି। ସେ...

ଗେରୀ ପେଟନ୍‌ ଓଡ଼ିଶା ଏଫ୍‌ସିର ସହକାରୀ କୋଚ୍‌

ଭୁବନେଶ୍ୱର, ୨୭ା୬ (ସ୍ପୋଟର୍‌ସ ବ୍ୟୁରୋ)-ହିରୋ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ୭ମ ସଂସ୍କରଣ ପାଇଁ ୬୪ବର୍ଷୀୟ ଗେରୀ ପେଟନ୍‌ଙ୍କୁ ଓଡ଼ିଶା ଏଫ୍‌ସି ଫୁଟ୍‌ବଲ ଦଳର ସହକାର...

ଆଇଏସ୍‌ଏଲ୍‌: ବିଜୟ ସହ ଓଡ଼ିଶାର ଅଭିଯାନ ଶେଷ

ବାମ୍ବୋଲିମ୍‌,୨୮।୨(ପି.ଟି.): ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ବିଜୟ ସହ ଅଭିଯାନ ଶେଷ କରିଛି। ଲିଗ୍‌ରେ ଓଡ଼ିଶା ତା’ର ବିଂଶତମ ତଥା ସଂଘର୍ଷପୂର୍ଣ୍ଣ...

ରସେଲଙ୍କୁ ଡାକରା

କଲମ୍ବୋ,୨୩।୨- ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ ପାଇଁ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଆଣ୍ଡ୍ରେ ରସେଲଙ୍କୁ ଡାକରା ଦେଇଛି। ୨୦୧୯ ବିଶ୍ୱକପ୍‌ ପରଠାରୁ ସେ...

Advertisement
Archives

Model This Week