ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର

ଭବାନୀପାଟଣା,୧୭।୯(ଡି.ଏନ.ଏ.)
ଏକତା ପରିଷଦ କଳାହାଣ୍ଡି ଶାଖା ପକ୍ଷରୁ ସ୍ଥାନୀୟ ଏସ୍‌ଏନ୍‌ କନଫ୍ରେନ୍ସ ହଲ୍‌ଠାରେ ୨ ଦିନିଆ ଆଞ୍ଚଳିକ ଯୁବ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଶିବିରକୁ ବରିଷ୍ଠ ଗବେଶକ ଉମାଶଙ୍କର କର ଓ ଉକ୍‌ତା ପରିସଦ ରାଜ୍ୟ ଶାଖା ଆବାହକ ଭାରତ ଭୂଷଣ ଠାକୁର ଉଦ୍‌ଘାଟନ କରିଥିଲେ। ଏଥିରେ କଳାହାଣ୍ଡି, କନ୍ଧମାଳ, ରାୟଗଡା, ବଲାଙ୍ଗୀର ଓ ସୁନ୍ଦରଗଡ ଜିଲାରୁ ପ୍ରାୟ ୫୦ ଜଣ ଯୁବତୀଯୁବକ ଓ ଏକତା ପରିଷଦର ବରିଷ୍ଠ କର୍ମକର୍ତ୍ତାମାନେ ଯୋଗଦେଇଚନ୍ତି। ଏହି ଶିବିର ଦୁଇଦିନ ଧରି ଚାଲିବ। ଯୁବପିଢୀଙ୍କ ଭିତରେ ନେତୃତ୍ୱର ବିକାଶ, ଆମତ୍ନିର୍ଭରଶିଳତା, ସମାଜର ବିକାଶ ଧାରାରେ ସେମାନଙ୍କ ଭୂମିକା କିପରି ରହିବା ଆବଶ୍ୟକ ସେ ଉପରେ ତାଲିମ୍‌ ଦିଆଯାଉଛି। ସେହିପରି ଦ୍ୱିତୀୟ ଦିବସରେ ପ୍ରାତଃ ୬ଟାରେ ଶିବିରାର୍ଥୀମାନଙ୍କ ଦ୍ୱାରା ବେହେରାଗୁଡା ଗ୍ରାମରେ ଶ୍ରମଦାନ କାର୍ଯ୍ୟକ୍ରମ କରାଯିବ। ଏକତା ପରିଷଦ କଳାହାଣ୍ଡି ସଂଯୋଜକ ସରୋଜ ବାଗ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସାଥି କାହ୍ନୁ ଭାଇ, ଆଲମ୍‌ ଏକ୍କା, ବିବିନିକା ପ୍ରଧାନ, ମମତା ପାଣିଗ୍ରାହୀ ଓ ଦିଲୀପ ଭୋଇ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନ କରିବାକୁ ଆସି ଫସିଲେ: ବେଆଇନ ପାର୍କିଂ ଯୋଗୁ ୫ଶହ ଜରିମାନା ଦେଲେ ଅନନ୍ତ

ଭୁବନେଶ୍ୱର,୮।୯(ବ୍ୟୁରୋ): ଦେଶବ୍ୟାପୀ ନୂଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାକୁ ନେଇ ଧରପଗଡ଼ ଚାଲିଛି। ବିଶେଷକରି ରାଜଧାନୀରେ ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କଠାରୁ...

ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ୨୦୨୨-୨୩ ବର୍ଷ ଲାଗି ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାରଠାରୁ ସାମ୍ସ ପୋର୍ଟାଲ...

ନୂଆ ମୋଟର ଆଇନ ଲାଗୁ ପରେ ମଦ ବ୍ୟବସାୟ ମାନ୍ଦା: କମିଛି ୨୫% ବ୍ୟବସାୟ, ଚିନ୍ତାରେ ମାଲିକ

ଭୁବନେଶ୍ୱର, ୭ା୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ନୂଆ ମୋଟରଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁ ହେବା ପରେ ଏହାର ପ୍ରଭାବ ମଦ ବ୍ୟବସାୟ ଉପରେ ପଡ଼ିଛି। କାରଣ...

ଦଇବ ଦାଉ ସାଧିଛି: ବଞ୍ଚିବାକୁ ବୈକୁଣ୍ଠଙ୍କ ସଂଘର୍ଷ

କାମାକ୍ଷାନଗର, ୨୦।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସି ୪ନଂ. ଓ୍ବାର୍ଡର ପ୍ରଦୀପ ବିଶ୍ୱାଳ ଏବଂ ସାବିତ୍ରୀ ବିଶ୍ୱାଳଙ୍କ ଜୀବନରେ ଘୋଟି ଆସିଥିଲା ଅନ୍ଧକାର। ୧୫ ବର୍ଷୀୟ...

ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୩।୫(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ତାଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ରାଜ୍ୟ ସରକାର ସୁପାରିଶ ଉପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୋହର...

ଉପରମୁହାଁ ପାରଦ: ଆଜି ୪୩ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର,୧୨ା୪(ବ୍ୟୁରୋ)-ଗତ କିଛିଦିନ ହେବ ରାଜ୍ୟରେ ପାରଦ ଉପରମୁହାଁ। ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହୁଥିବା ବେଳେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବଢ଼ିବାରେ ଲାଗିଛି ତାତି।...

କରୋନା: ତଥ୍ୟ ଦେବେ ଘରୋଇ ହସ୍ପିଟାଲ, ହୋଟେଲ,ଏସ୍‌ଓପି ଜାରି କଲା ବିଏମ୍‌ସି

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ଓ ହୋଟେଲ କର୍ତ୍ତୃପକ୍ଷଙ୍କ ପାଇଁ ନୂଆ ଏସ୍‌ଓପି...

ପେଟ୍‌ କୋକ୍‌ ବ୍ୟବହାର ବନ୍ଦ କର: ଏନ୍‌ଜିଟି ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଶିଳ୍ପଗୁଡ଼ିକରେ ଜାଳେଣି ଭାବେ ବ୍ୟବହୃତ ହେଉଥିବା ପେଟ୍‌କୋକ୍‌ ଏବଂ ଫର୍ନେସ ଅଏଲ ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ଏହା କେବଳ ପରିବେଶ ନୁହେଁ, ମନୁଷ୍ୟ...

Advertisement
Archives

Model This Week