ଆଠମଲ୍ଲିକରୁ ଗଲା ତୁଳସୀ, ପଦ୍ମଫୁଲ

ଆଠମଲ୍ଲିକ, ୧୯ା୪(ଡି.ଏନ.ଏ.)- ଲକଡାଉନ ଯୋଗୁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ତୁଳସୀ ପତ୍ର ଓ ଫୁଲର ଅଭାବ ଦେଖା ଯାଉଥିବାବେଳେ ରବିବାର ଏକ କାର୍ ଆଠମଲ୍ଲିକରୁ ପୁରୀ ଅଭିମୁଖେ ତୁଳସୀ ପତ୍ର ଓ ପଦ୍ମଫୁଲ ନେଇ ଯାଇଥିବା ଜଣାପଡିଛି। ଅନୁଗୋଳ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏହି ଦୁଇଦିନିଆ କାର୍ ଯାତ୍ରା କାର୍ଯ୍ୟକ୍ରମକୁ ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ବାଳ ଶୁଭାରମ୍ଭ କରିଥିଲେ। ପୂର୍ବତନ ନଗରପାଳ ସୁଦାମ କୁମାର ସାହୁ, ଜଗନ୍ନାଥ ପ୍ରେମୀ ଡମ୍ବରୁଧର ପ୍ରଧାନ ତୁଳସୀ ଓ ପଦ୍ମ ଫୁଲ ନେଇ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି କାଯର୍ୟକ୍ରମରେ ବିଡିଓ ସଞ୍ଚୟ କୁମାର ଆଚାର୍ଯ୍ୟ, ତହସିଲଦାର ଡ. ସ୍ବରୂପାନନ୍ଦ ସାହୁ, ଏନଏସି ନିର୍ବାହୀ ଅଧିକାରୀ କାଦମ୍ବିନୀ ଜେନା ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ପ୍ରହସନ! ଶୁଭାରମ୍ଭର ମାସେ ପରେ ବି ଜଳୁନି ଷ୍ଟ୍ରିଟ ଲାଇଟ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଆଲୋକୀକରଣ ବ୍ୟବସ୍ଥା ଏବେ ପ୍ରହସନରେ ପରିଣତ ହୋଇଛି। ଗତ ଅଗଷ୍ଟ ୩୧ ତାରିଖରେ ସହରରେ ଷ୍ଟ୍ରିଟ ଲାଇଟ ବ୍ୟବସ୍ଥାର…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?