ଆଠମଲ୍ଲିକ: ରମେଶ ଚନ୍ଦ୍ର ସାଏ ଆଗରେ

ଆଠମଲ୍ଲିକ, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୪୦୭୪ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୨୭୯୨ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ବିଜୟାନନ୍ଦ ଚାଉଳିଆ ୨୪୪୬ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କ୍ୟାଡର ଆଇପିଏସ୍‌ ବିଏସ୍‌ଏଫ୍‌ ଆଇଜି ନିଯୁକ୍ତ

ଭୁବନେଶ୍ୱର,୨୨।୯(ବ୍ୟୁରୋ)-ଓଡ଼ିଶା କ୍ୟାଡର ୧୯୯୩ ବ୍ୟାଚ ଆଇପିଏସ୍‌ ଅଫିସର ସୁଶାନ୍ତ କୁମାର ନାଥକୁ କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର(ବିଏସ୍‌ଏଫ୍‌)ର ଇନ୍‌ସପେକ୍ଟର ଜେନେରାଲ (ଆଇଜି) ଭାବେ ନିଯୁକ୍ତି...

୩ ଜିଲାରେ ହେବ ୯ ମେଗା ପାନୀୟ ଜଳ ପ୍ରକଳ୍ପ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜଳ ଜୀବନ ମିଶନ (ଜେଜେଏମ୍‌) ଯୋଜନାରେ ରାଜ୍ୟର ଗ୍ରାମାଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ରାଜ୍ୟ ସରକାର ପ୍ରାଥମିକତା...

ବୀମା କମ୍ପାନୀ ଚକ୍ରବୂ୍ୟହରେ ଚାଷୀ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଚାଷୀମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ପାଉନାହାନ୍ତି। ବୀମା କମ୍ପାନୀ ଓ ସରକାରୀ ଅଧିକାରୀଙ୍କ ମଧୁଚନ୍ଦ୍ରିକାରେ ଚାଷୀମାନେ ଫସି ଯାଇଛନ୍ତି। ଘରୋଇ କମ୍ପାନୀ ଲାଭ...

ଆନ୍ଦୋଳନ ପରେ କାର୍ଯ୍ୟକାରୀ ହେଲା ଜେରିଆଟିକ୍‌ ୱାର୍ଡ

ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥା ନେଇ ସୋମବାର ସାମାଜିକ କର୍ମୀମାନେ ଧାରଣା ଦେଇଥିଲେ। ବିଶେଷକରି ଜେରିଆଟିକ୍‌ ୱାର୍ଡ ଖୋଲିବା ଏକ...

ଆଜି ଆଉ ୭ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୭(ବ୍ୟୁରୋ) : ସୋମବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି ପାଇଥିବା...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ: ଇସ୍ତଫା ପ୍ରତ୍ୟାହାର କରିବେ ଜଗନ୍ନାଥ

ଭୁବନେଶ୍ୱର, ୩।୬(ବ୍ୟୁରୋ): ଇସ୍ତଫାପତ୍ର ପ୍ରତ୍ୟାହାର କରିବେ ଜଗନ୍ନାଥ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ଜଗନ୍ନାଥ ନିଜର ଇସ୍ତଫା ନେଇ ନିଷ୍ପତ୍ତି ବଦଳାଇଥିବା ଜଣାପଡ଼ିଛି।...

ନିଷ୍ଠାର ସହ କାମ କରିବାକୁ ମେୟର, ପୌରାଧ୍ୟକ୍ଷଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଲୋକସେବା ଭବନରେ ସୋମବାର ନବନିର୍ବାଚିତ ମେୟର ଏବଂ ପୌରାଧ୍ୟକ୍ଷମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି’ ଶୀର୍ଷକ...

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ

ବାରିପଦା ଅଫିସ,୧୯ା୫- ପିଆରଏମ୍‌ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି...

Advertisement
Archives

Model This Week