Posted inଜାତୀୟ

ଆଡଓ୍ବାଣୀଙ୍କ ରେକର୍ଡ ଭାଙ୍ଗିଲେ ଶାହ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଗୁଜରାଟ ଗାନ୍ଧୀନଗର ଆସନରୁ ବିପୁଳ ଭୋଟରେ ବିଜୟ ହୋଇଛନ୍ତି। ଶାହ ୫ ଲକ୍ଷ ୫୪ ହଜାର ୫ ଶହ ୬୮ ଭୋଟରେ ବିଜୟୀ ହୋଇ ଲାଲ୍‌କୃଷ୍ଣ ଆଡଓ୍ବାଣୀଙ୍କ ବିଜୟ ରେକର୍ଡ ଭଙ୍ଗ କରିଛନ୍ତି। ଶାହଙ୍କୁ ନୂଆଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟରେ ଭବ୍ୟ ସ୍ବାଗତ କରାଯାଇଛି। ତାଙ୍କ ଉପରେ ଭାଜପାକର୍ମୀ ଫୁଲ ବର୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ…

ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀଙ୍କ ଆସନ ଘେରିଗଲେ ମହିଳା ଏମପି

ନୂଆଦିଲ୍ଲୀ,୪ା୨: ବୁଧବାର ଲୋକସଭାରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବିରୋଧ ଦଳର ପ୍ରବଳ ହଟ୍ଟଗୋଳ ଯୋଗୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିପାରିନାହାନ୍ତି ପ୍ରଧାନମନ୍ତ୍ରୀ…

ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….

କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର…

ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଅନଲାଇନ କୋଚିଂ: SC, OBC ଆଦି ବର୍ଗଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୪ା୨: ଦେଶର ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ମାଗଣା ଅନଲାଇନ କୋଚିଂ ଦେବେ ସରକାର। ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ଆର୍ଥିକ ଅନଗ୍ରସର ଶ୍ରେଣୀର ମେଧାବୀଙ୍କୁ ଶିକ୍ଷା…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri