Posted inଖେଳ

ଆଡଭାନୀଙ୍କୁ ଏସିଆନ ସ୍ନୁକର ଟୁର୍‌ ଟାଇଟଲ

ବେଙ୍ଗାଲୁରୁ, ୨୬ା୪ (ପି.ଟି.)-ଇରାନର ଏହେସାନ ହେଦାରି ନେଜହାଦ୍‌ଭଙ୍କୁ ୬-୪ରେ ପରାସ୍ତ କରି ଭାରତର ଅଗ୍ରଣୀ କ୍ୟୁଇଷ୍ଟ ପଙ୍କଜ ଆଡଭାନୀ ଏଠାରେ ଉଦ୍‌ଘାଟନୀ ଏସିଆନ ସ୍ନୁକର  ଟୁର୍‌ ଟାଇଟଲ ହାସଲ କରିଛନ୍ତି। ୨୧ଥର ବିଶ୍ୱ ସ୍ନୁକର ଓ ବିଲିୟାଡର୍‌ସ ଚାମ୍ପିୟନ ଆଡଭାନୀ ସେମିଫାଇନାଲରେ ମ୍ୟାନମାରର ଅଙ୍ଗ୍‌ ଫାଇଓଙ୍କୁ ୫-୨ରେ ହରାଇ ଦେଇଥିଲେ। ଆଡାଭାନୀ ଏହା ପୂର୍ବରୁ ଚାଇନାରେ ଅନୁଷ୍ଠିତ ଦ୍ୱିତୀୟ ଲେଗ୍‌ରେ ବିଜୟ ହାସଲ କରିସାରିଛନ୍ତି। ଟୁର୍‌ର ଫାଇନାଲ ଲେଗ୍‌ ବେଙ୍ଗାଲୁରୁରେ ହେବ। ଏଥିରେ ଓଭରାଲ ଏସିଆନ ଟୁର୍‌ ଚାମ୍ପିୟନ ନିର୍ଦ୍ଧାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆରେ ହଲଚଲ: ହୋଟେଲ ଛାଡ଼ି ଘରକୁ ଗଲେ ସୂର୍ଯ୍ୟକୁମାର-ହାର୍ଦ୍ଦିକ-ଶିବମ, ପ୍ରଶ୍ନ ଘେରରେ…

ମୁମ୍ବାଇ,୩।୩: T୨୦ ବିଶ୍ୱକପ୍‌ ୨୦୨୬ର ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଯାଉଛି ମହାଲଢ଼େଇ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପାଇଁ ଭାରତୀୟ ଦଳ ମୁମ୍ବାଇରେ ପହଞ୍ଚି…

ଏହି ୨ ଦଳ ମଧ୍ୟରେ ହେବ ଟି-୨୦ ବିଶ୍ୱକପ ଫାଇନାଲ! ଭବିଷ୍ୟବାଣୀ କଲା ପାକିସ୍ତାନ

ନୂଆଦିଲ୍ଲୀ,୩।୩: ୨୦୨୬ ଟି-୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମିଫାଇନାଲ ପାଇଁ ଚାରୋଟି ଦଳ ଚୂଡ଼ାନ୍ତ ହୋଇଛି। ପ୍ରଥମ ସେମିଫାଇନାଲ ୪ ମାର୍ଚ୍ଚରେ ଦକ୍ଷିଣ ଆଫ୍ରିକା ଏବଂ…

ପାକିସ୍ତାନ ଖେଳାଳିଙ୍କ ପାଇଁ ବୋଲି ଲଗାଇବେ ଭାରତୀୟ ମାଲିକ? ଦି ହଣ୍ଡ୍ରେଡ ଅକ୍ସନରେ ୧୪ ପାକିସ୍ତାନୀ ଖେଳାଳି ସାମିଲ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩।୩: ଇଂଲଣ୍ଡର ଲୋକପ୍ରିୟ ଟି-୨୦ ଲିଗ, ଦି ହଣ୍ଡ୍ରେଡ, ଆଗାମୀ ସିଜିନ ପାଇଁ ଖେଳାଳିଙ୍କ ଲମ୍ବା ତାଲିକା ପ୍ରକାଶ ପାଇଛି। ଏଥର ନିଲାମରେ ୨୪୭ ଜଣ ଖେଳାଳି…

ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ସୁରକ୍ଷିତ ଘରକୁ ଫେରିଛନ୍ତି ପିଭି ସିନ୍ଧୁ, ଏକ ଭାବପ୍ରବଣ ପୋଷ୍ଟରେ ଦେଲେ ସୂଚନା

ବେଙ୍ଗାଲୁରୁ,୩।୩: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ବିଦେଶରେ ଥିବା ବ୍ୟାଟମିଣ୍ଟନ ତାରକା ପିଭି ସିନ୍ଧୁଙ୍କୁ ନେଇ ଆସିଛି ଏକ ଖୁସି ଖବର। ଦୁବଇରେ ଫସି ରହିଥିବା ଏହି ସଟଲର…

୨୦୨୬ ଟି-୨୦ ବିଶ୍ୱକପକୁ ସ୍ମରଣୀୟ କରିଦେଲା ସଞ୍ଜୁ ସାମସନଙ୍କ ଇନିଂସ

ନୂଆଦିଲ୍ଲୀ,୩।୩: ଟି-୨୦ ବିଶ୍ୱକପର ପ୍ରାରମ୍ଭିକ ମ୍ୟାଚରେ ପାନୀୟ ଗ୍ରହଣ କରିବା ପାଇଁ ଜଣାଶୁଣା ସଞ୍ଜୁ ସାମସନ ରବିବାର ରାତିରେ ଇଡେନ ଗାର୍ଡେନ୍ସରେ ଇତିହାସ ସୃଷ୍ଟି କରିଥିଲେ, ଯାହା…

ଫାଇନାଲକୁ ଯିବେ ଏହି ୨ ଦଳ: ଟି-୨୦ ବିଶ୍ୱକପ ଫାଇନାଲକୁ ନେଇ ବଡ଼ ଭବିଷ୍ୟବାଣୀ କଲେ…

ନୂଆଦିଲ୍ଲୀ,୩।୩: ପୂର୍ବତନ ଅଷ୍ଟ୍ରେଲିୟ ଦ୍ରୁତ ବୋଲର ଗ୍ଲେନ ମ୍ୟାକଗ୍ରା ଟି-୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ ଏକ ସାହସିକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ଭାରତ ଏବଂ…

ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଜିତିବ ୨୦୨୬ ଟି-୨୦ ବିଶ୍ୱକପ? ୨୦୦୭ ବିଶ୍ୱକପ ସହିତ ରହୁଛି ବିଶେଷ ସମ୍ପର୍କ

ନୂଆଦିଲ୍ଲୀ,୩।୩: ଭାରତୀୟ କ୍ରିକେଟ ଦଳ ୨୦୨୬ ଟି-୨୦ ବିଶ୍ୱକପ ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଟିମ ଇଣ୍ଡିଆ ମାର୍ଚ୍ଚ ୫ ରେ ଇଂଲଣ୍ଡ ବିପକ୍ଷରେ ସେମାନଙ୍କର ସେମିଫାଇନାଲ…

କିଏ ଅସନ୍ତୋଷ ପ୍ରକାଶ କଲେ, ଆଉ କେହି ଏହାକୁ ଏକ ପ୍ରଦର୍ଶନ ବୋଲି ଭାବିଥିଲେ…, IND vs PAK ହାତ ମିଳାଇବା ବିବାଦକୁ ନେଇ କ୍ରିକେଟ ଜଗତ ଦୁଇ ଭାଗ

ନୂଆଦିଲ୍ଲୀ,୩।୩: ଯେତେବେଳେ ବି ଭାରତ ଏବଂ ପାକିସ୍ତାନ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁହାଁମୁହିଁ ହୁଅନ୍ତି, ସେତେବେଳେ ଉତ୍ତେଜନା ସ୍ତର ଶୀର୍ଷରେ ଥାଏ। ଉଭୟ ଦଳର ଖେଳାଳିମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri