ଆଣିପାରିଲେନି ଦାଦନଙ୍କ ମୃତଦେହ

ଗୋରଖପୁର,୨୨ା୪(ପି.ଟି.): ଦାଦନ ଶ୍ରମିକଙ୍କ ମୃତଦେହ ଶତାଧିକ କିଲୋମିଟର ଦୂରରେ ଥିବାବେଳେ ତାଙ୍କ ପୁତ୍ତଳିକାରେ ବର୍ଷକର ଶିଶୁପୁତ୍ର ମୁଖାଗ୍ନି ଦେଇ ନକଲି ଶେଷକୃତ୍ୟ ସମ୍ପନ୍ନ କରିବାର ହୃଦୟବିଦାରକ ଦୃଶ୍ୟ ଉତ୍ତରପ୍ରଦେଶର ଚୌରିଚୋରା ଥାନା ଅନ୍ତର୍ଗତ ଦୁବ୍ରିଖୁର୍ଦ ଗ୍ରାମରେ ଦେଖିବାକୁ ମିଳିଛି।
ଦିଲ୍ଲୀରେ ଦାଦନ ଭାବେ କାର୍ଯ୍ୟ କରୁଥିବା ସୁନୀଲଙ୍କର ଗତ ସପ୍ତାହରେ ମୃତ୍ୟୁ ହୋଇଥିଲା। ଦୁବ୍ରିଖୁର୍ଦରେ ରହୁଥିବା ତାଙ୍କ ପରିବାର ଦାରିଦ୍ର୍ୟ ଓ ଲକ୍‌ଡାଉନ କଟକଣା ଯୋଗୁ ମୃତଦେହକୁ ଗାଁକୁ ଆଣିପାରି ନ ଥିଲେ କି ସେଠାକୁ ଯାଇ ଅନ୍ତ୍ୟେଷ୍ଟି କ୍ରିୟା କରିବାକୁ ସେମାନଙ୍କ ପାଖରେ ସମ୍ବଳ ନ ଥିଲା। ଫଳରେ ପରିବାର ବାଧ୍ୟ ହୋଇ ତାଙ୍କ ପୁତ୍ତଳିକାରେ ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି। ଦିଲ୍ଲୀରେ ଶବବ୍ୟବଚ୍ଛେଦ ପରେ ବୁଧବାର ଅନ୍ତିମ ସଂସ୍କାର କରାଯିବ ବୋଲି ଚୌରିଚୌରା ଏସ୍‌ଡିଏମ୍‌ ଅର୍ପିତା ଗୁପ୍ତା କହିଛନ୍ତି। ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୁନୀଲଙ୍କ ସ୍ତ୍ରୀ ପୁନମ୍‌ଙ୍କ ବ୍ୟାଙ୍କ ଆକାଉଣ୍ଟରେ ୭୫,୦୦୦ ଟଙ୍କା ଜମା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?