ଆଣ୍ଟାର୍କଟିକାର ବରଫ ସ୍ରୋତରେ ପହଁରିଲେ ୫୦ ବର୍ଷ ବୟସ୍କ ଆଥଲେଟ୍‌

ଲଣ୍ଡନ,୨୮।୧: ଆଣ୍ଟାର୍କଟିକାରେ ପ୍ରବଳ ଥଣ୍ଡା। ଏଠାରେ ତାପମାତ୍ରା ଅତି ନିମ୍ନ। ତେବେ ଜଣେ ୫୦ ବର୍ଷ ବୟସ୍କ ଆଥଲେଟ୍‌ ଏହାକୁ ଭ୍ରୁକ୍ଷେପ ନ କରି ଦୀର୍ଘ ୧୦ ମିନିଟ୍‌ କାଳ ଏଠାକାରର ବରଫ ସ୍ରୋତରେ ପହଁରିଛନ୍ତି। ବିଟ୍ରେନ୍‌ର ଲୁଇସ୍‌ ପୁଘ୍‌ ଏପରି କରି ଏକ ନୂଆ ରେକର୍ଡ କରିଛନ୍ତିି। ତାଙ୍କ ପୂର୍ବରୁ ଏଭଳି କାର୍ଯ୍ୟ କେହି କରି ନ ଥିବା କୁହାଯାଉଛି। ସେ ସୁପ୍ରା ଗ୍ଲାସିୟର ହ୍ରଦରେ ଏଭଳି କରିଛନ୍ତି। ଜଳବାୟୁ ପରିବର୍ତ୍ତନ ଯୋଗୁ ଆଣ୍ଟାର୍କଟିକାରେ ହିମ ପାହାଡ଼ ତରଳିବାରେ ଲାଗିଛି। ଏନେଇ ଲୋକଙ୍କୁ ସଚେତନ କରିବା ପାଇଁ ସେ ପହଁରିଥିବା ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ୍‌ ଫେସ୍‌ ୟୁଭି ସନ୍‌ଗ୍ଲାସ୍‌

ଓଭର୍‌ସାଇଜ୍‌ଡ ସନ୍‌ଗ୍ଲାସ୍‌ ବେଶ୍‌ ଫ୍ୟାଶନେବୁଲ୍‌ ଲାଗେ। ତେବେ ZGHYBD ନାମକ ଏକ ଜାପାନୀ କମ୍ପାନୀ ସନ୍‌ଗ୍ଲାସ୍‌ ଫ୍ୟାଶନରେ ଏକ ନୂଆ ଟ୍ରେଣ୍ଡ ଆରମ୍ଭ କରିଛି। ଆଉ...

ପ୍ରଥମେ ସ୍ବାମୀ ନୁହେଁ, ଏହି ଖେଳାଳିଙ୍କୁ ଝିଅ ହେବା ଖବର ଜଣାଇଥିଲେ ଧୋନୀଙ୍କ ସ୍ତ୍ରୀ

ପୂର୍ବତନ ଭାରତୀୟ ଅଧିନାୟକ ଏମ୍‌ଏସ୍‌ ଧୋନୀ ସ୍ତ୍ରୀ ସାକ୍ଷୀ ନିକଟରେ ନିଜ ୩୨ତମ ଜନ୍ମଦିବସ ପାଳନ କରିଛନ୍ତି। ସେ ସ୍ବାମୀ ଏବଂ ଝିଅ ଜିଭା ସହ...

ହାତୀମଳରୁ ତିଆରି ହେବ କଫି, ୧ କପ୍‌ର ଦାମ୍‌ ୫ ହଜାର ଟଙ୍କା

କାନାଡ଼ାର ବିଜ୍‌ନେସ୍‌ ମ୍ୟାନ୍‌ ବ୍ଲାକ୍‌ ଡିଙ୍କିନ୍‌ ଏମିତି କଫି ତିଆରି କରିବାକୁ ଯାଉଛନ୍ତି ଯାହାର ପ୍ରସ୍ତୁତି ପ୍ରଣାଳୀ ଆଉ ଦାମ୍‌ ଶୁଣି ଆଶ୍ଚର୍ଯ୍ୟ ହୋଇଯିବେ। ଆଶ୍ଚର୍ଯ୍ୟ...

୭୦୦ତମ ମ୍ୟାଚ୍‌ରେ ମେସିଙ୍କ ଗୋଲ

ବାର୍ସିଲୋନା,୨୮।୧୧- ବିଶ୍ୱର ଅନ୍ୟତମ ଲୋକପ୍ରିୟ ଫୁଟବଲ ଖେଳାଳି ଲିଓନେଲ ମେସି ନିଜର କ୍ଲବ ସ୍ତରୀୟ କ୍ୟାରିୟରର ୭୦୦ତମ ମ୍ୟାଚ୍‌ରେ ଗୋଲ ସ୍କୋର କରିଛନ୍ତି। ତାଙ୍କ ସହ...

ଆଇସିସିର ନେତ୍ୱତ୍ୱ ନେଇପାରିବେ ଗାଙ୍ଗୁଲି :ଗାଓ୍ବାର

ନୂଆଦିଲ୍ଲୀ, ୧୫।୫(ପି.ଟି.): ବିଶ୍ୱ କ୍ରିକେଟର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ନେତୃତ୍ୱ ନେବା ପାଇ ଭାରତୀୟ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ...

ଥାଇଲାଣ୍ଡ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ: ସହଜ ଡ୍ର’ରେ ସିନ୍ଧୁ, ସାଇନାଙ୍କ ପାଇଁ କଷ୍ଟସାଧ୍ୟ

ନୂଆଦିଲ୍ଲୀ, ୩୧।୧୨(ପି.ଟି.)- କୋଭିଡ-୧୯ ମହାମାରୀ ପାଇଁ ପାଖାପାଖି ୧୦ ମାସର ବ୍ରେକ୍‌ ପରେ ଭାରତର ଦୁଇ ତାରକା ମହିଳା ଖେଳାଳି ପି.ଭି. ସିନ୍ଧୁ ଓ ସାଇନା...

୫୦୦ ବର୍ଷ ପରେ ପଗଡ଼ି ବାନ୍ଧିବେ, ଚମଡା ଜୋତା ପିନ୍ଧିବେ

ଅଯୋଧ୍ୟା: ରାମ ଜନ୍ମଭୂମି ବାବ୍ରି ମସଜିଦ ମାମଲାର ଚୂଡାନ୍ତ ରାୟ ପ୍ରକାଶ ପାଇବା ପରେ ଅଯୋଧ୍ୟାରେ ଏକ ବିଚିତ୍ର ପରମ୍ପରାର ଅବସାନ ଘଟିବାକୁ ଯାଉଛି। ଅଯୋଧ୍ୟା...

ଭାରତ ବିପକ୍ଷରେ ସର୍ବାଧିକ ଓପନିଂ ପାର୍ଟନରଶିପ୍‌

ମୁମ୍ବାଇ,୧୫।୧- ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଆରୋନ ଫିଞ୍ଚ ଓ ଡେଭିଡ ଓ୍ବାର୍ନରଙ୍କ ୨୫୮ ରନ୍‌ର ଓପନିଂ ଭାଗୀଦାରି ଭାରତ ବିପକ୍ଷ ଦିନିକିଆରେ ଯେ କୌଣସି ଦଳ ପାଇଁ...

Advertisement
Archives

Model This Week