ଆଣ୍ଟାର୍କଟିକାର ବରଫ ସ୍ରୋତରେ ପହଁରିଲେ ୫୦ ବର୍ଷ ବୟସ୍କ ଆଥଲେଟ୍‌

ଲଣ୍ଡନ,୨୮।୧: ଆଣ୍ଟାର୍କଟିକାରେ ପ୍ରବଳ ଥଣ୍ଡା। ଏଠାରେ ତାପମାତ୍ରା ଅତି ନିମ୍ନ। ତେବେ ଜଣେ ୫୦ ବର୍ଷ ବୟସ୍କ ଆଥଲେଟ୍‌ ଏହାକୁ ଭ୍ରୁକ୍ଷେପ ନ କରି ଦୀର୍ଘ ୧୦ ମିନିଟ୍‌ କାଳ ଏଠାକାରର ବରଫ ସ୍ରୋତରେ ପହଁରିଛନ୍ତି। ବିଟ୍ରେନ୍‌ର ଲୁଇସ୍‌ ପୁଘ୍‌ ଏପରି କରି ଏକ ନୂଆ ରେକର୍ଡ କରିଛନ୍ତିି। ତାଙ୍କ ପୂର୍ବରୁ ଏଭଳି କାର୍ଯ୍ୟ କେହି କରି ନ ଥିବା କୁହାଯାଉଛି। ସେ ସୁପ୍ରା ଗ୍ଲାସିୟର ହ୍ରଦରେ ଏଭଳି କରିଛନ୍ତି। ଜଳବାୟୁ ପରିବର୍ତ୍ତନ ଯୋଗୁ ଆଣ୍ଟାର୍କଟିକାରେ ହିମ ପାହାଡ଼ ତରଳିବାରେ ଲାଗିଛି। ଏନେଇ ଲୋକଙ୍କୁ ସଚେତନ କରିବା ପାଇଁ ସେ ପହଁରିଥିବା ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାମୀରେ ନିଖୋଜ ଥିବା ସ୍ତ୍ରୀଙ୍କୁ ୧୦ ବର୍ଷ ଧରି ସମୁଦ୍ରରୁ ଖୋଜୁଛନ୍ତି ସ୍ବାମୀ

ଜାପାନର ଜଣେ ୫୪ ବର୍ଷୀୟ ବ୍ୟକ୍ତି ଗତ ୧୦ ବର୍ଷ ହେଲା ହଜିଯାଇଥିବା ସ୍ତ୍ରୀଙ୍କୁ ସମୁଦ୍ର ପାଣିରେ ଖୋଜୁଛନ୍ତି। ୟାସୁଓ ତାକାମାତ୍ସୁଙ୍କ ସ୍ତ୍ରୀ ୟୁକୋ ୨୦୧୧ରେ...

ଆଶେସ ଚତୁର୍ଥ ଟେଷ୍ଟ: ବନର୍‌ସ, ରୁଟ୍‌ଙ୍କ ଅର୍ଦ୍ଧଶତକ

ମାଞ୍ଚେଷ୍ଟର,୭।୯- ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ଆଶେସ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଇଂଲଣ୍ଡ ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି...

ସୁପର ଓଭରରେ ଭାରତକୁ ଦରକାର ୧୪ ରନ୍‌

ଓ୍ବେଲିଂଟନ,୩୧।୧-ପୂର୍ବ ମ୍ୟାଚ୍‌ ଭଳି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଟି୨୦ ମ୍ୟାଚ୍‌ ମଧ୍ୟ ସୁପର ଓଭରରେ ପ୍ରବେଶ କରିଛି। ସୁପର ଓଭରରେ ନ୍ୟୁଜିଲାଣ୍ଡ...

୨୦୨୦ ଅଲିମ୍ପିକ୍ସ: ବକ୍ସିଂ ଆଥ୍‌ଲେଟ୍‌ ଆମ୍ବାସାଡର ଗ୍ରୁପ୍‌ରେ ମେରୀକମ୍‌

ନୂଆଦିଲ୍ଲୀ, ୩୧।୧୦ (ପି.ଟି.)- ଆସନ୍ତା ବର୍ଷ ଟୋକିଓରେ ହେବାକୁ ଥିବା ଅଲିମ୍ପିକ୍ସରେ ବକ୍ସିଂରୁ ପ୍ରତିନିଧିତ୍ୱ ପାଇଁ ଆଇଓସି ପକ୍ଷରୁ ଗଠିତ ୧୦ ଜଣିଆ ଆଥ୍‌ଲେଟ୍‌ ଆମ୍ବାସାଡର...

୨୯ବର୍ଷରେ ଅବସର ନେଲେ ଆଲିଷ୍ଟର

ମେଲବୋର୍ନ, ୧ା୮ (ପି.ଟି.)- ବାରମ୍ବାର ଆଘାତଜନିତ ସମସ୍ୟାରେ ରହିବାରୁ କୁଇନ୍ସଲାଣ୍ଡ ଫାଷ୍ଟ ବୋଲର ଆଲିଷ୍ଟର ମ୍ୟାକ୍‌ଡରମଟ ମାତ୍ର ୨୯ବର୍ଷ ବୟସରେ କ୍ରିକେଟରୁ ଅବସର ଘୋଷାଣା କରିଛନ୍ତି।...

ଆଫଗାନିସ୍ତାନ ବିପକ୍ଷରୁ ଅଷ୍ଟ୍ରେଲିଆ ଅଭିଯାନ

ଲଣ୍ଡନ,୧।୬(ଏଏଫ୍‌ପି)- ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆ ଶନିବାର ବ୍ରିଷ୍ଟଲସ୍ଥିତ କାଉଣ୍ଟି ଗ୍ରାଉଣ୍ଡରେ ଆଫଗାନିସ୍ତାନ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ। ଷ୍ଟିଭ୍‌ ସ୍ମିଥ୍‌ ଓ ଡେଭିଡ ଓ୍ବାର୍ନର ପୁଣି...

ଆଇ- ଲିଗ୍‌: ଆଇଜଲ ଏଫ୍‌ସି ବିଜୟୀ

କୋଲକାତା,୩୧।୧(ପି.ଟି.): ସ୍ଥାନୀୟ ମୋହନ ବାଗାନ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ଆଇ- ଲିଗ୍‌ର ଏକ ମ୍ୟାଚ୍‌ରେ ଆଇଜଲ ଏଫ୍‌ସି ୨-୧ ଗୋଲରେ ନେରେକା ଏଫ୍‌ସିକୁ ପରାସ୍ତ କରିଛି।...

ଅର୍ଜୁନ ପୁରସ୍କାର: ଅଙ୍କିତା, ଶରନଙ୍କ ନାମ ସୁପାରିସ କଲା ଏଆଇଟିଏ

ନୂଆଦିଲ୍ଲୀ,୧୭।୫ (ପି.ଟି.): ଏସିଆନ ଗେମ୍ସ ପଦକ ବିଜେତା ତଥା ଟେନିସ୍‌ ତାରକା ଅଙ୍କିତା ରାଇନା ଓ ଦିଭିଜ ଶରନଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ୍‌...

Advertisement
Ten Cric Info


Archives

Model This Week