ଆଣ୍ଟି କରୋନା ଟେଣ୍ଟ୍‌ ତିଆରି କଲେ ମହିଳା

ଉହାନ, ୨୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଲୋକଙ୍କୁ ଘରୁ ବାହାରକୁ ନ ବାହାରିକୁ ସରକାର କଟକଣା ଜାରି କରିଛନ୍ତି। ଫଳରେ ପିଲାମାନଙ୍କ ସ୍କୁଲ ଯିବା ମଧ୍ୟ ବନ୍ଦ ହୋଇଯାଇଛି। ଏପରିସ୍ଥଳେ ହୁବେଇ ପ୍ରଦେଶର ଜଣେ ମହିଳା ତାଙ୍କ ୭ବର୍ଷ ଝିଅଙ୍କ ପାଇଁ ଏକ ଆଣ୍ଟି କରୋନା ଟେଣ୍ଟ୍‌ ତିଆରି କରିଛନ୍ତି। ଘରେ ନେଟଓ୍ବାର୍କ ଆସୁ ନ ଥିବାରୁ ମହିଳା ଜଣଙ୍କ ବାହାରେ ଏକ ଟେଣ୍ଟ ତିଆରି କରି ଝିଅର ଅନ୍‌ଲାଇନ୍‌ କ୍ଲାସ୍‌ ଜାରି ରଖିଛନ୍ତି। ଏହା ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ଚ୍ୟୁତ: ୨୧ ମୃତ

ତେହରାନ୍‌, ୯ା୬: ପୂର୍ବ ଇରାନ୍‌ ତବାସ୍‌ ସହର ନିକଟରେ ବୁଧବାର ଏକ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଆହୁରି ୪୭...

ବିନା ହେଲ୍‌ମେଟ୍‌ରେ ଯିବାକୁ ବସିଥିଲେ, ଟ୍ରାଫିକ୍‌ ପୋଲିସ ନୁହେଁ ହାତୀ ଦେଲା ପାନେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତିରେ ବୈଜ୍ଞାନିକଙ୍କୁ ମିଳିଲା ସଫଳତା

ଓ୍ବାଶିଂଟନ,୨୦।୨: କରୋନା ସଂକ୍ରମଣ ଯୋଗୁ ଚାଇନାରେ ଇତିମଧ୍ୟରେ ୨୧୨୮ ଜଣଙ୍କ ମୃତ୍ୟୁ ଘଟିଛି। ପୃଥିବୀର ୨୮ରୁ ଅଧିକ ଦେଶରେ କରୋନା ଯୋଗୁ ଆତଙ୍କ ସୃଷ୍ଟି ହୋଇଛି।...

ବସ୍‌କୁ ଅଧ କିଲୋମିଟର ଘୋଷାଡି ନେଲା ଟ୍ରେନ :୧୨ ମୃତ , ୬ ଗୁରୁତର

ଢାକା,୧୯।୧୨-ବାଂଲାଦେଶରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେନ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି।...

ହଟିପାରେ କରୋନା ଜରୁରୀକାଳୀନ ପରିସ୍ଥିତି, ଡବ୍ଲୁଏଚଓର ପ୍ରସ୍ତୁତି ଆରମ୍ଭ…

ଜେନେଭା, ୧୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। କରୋନା ମହାମାରୀର ଦୁଇ ବର୍ଷ ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଏହି...

କିମ୍‌-ଜୋଙ୍ଗ୍‌-ଉନ୍‌ଙ୍କ ମୁଣ୍ଡରେ ବ୍ୟାଣ୍ଡେଜ୍‌ ପଡ଼ିଥିବା ନେଇ ଚର୍ଚ୍ଚା

ପ୍ୟୋଙ୍ଗ୍‌ୟାଙ୍ଗ୍‌,୫ା୮: ଉତ୍ତରକୋରିଆ ଶାସକ କିମ୍‌-ଜୋଙ୍ଗ-ଉନ୍‌ ତାଙ୍କର କ୍ରୁର ଶାସନ ପାଇଁ ସବୁବେଳେ ଚର୍ଚ୍ଚାରେ ଥାନ୍ତି। କିନ୍ତୁ ଏବେ ସେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଚର୍ଚ୍ଚାରେ ରହିଛନ୍ତି।...

ଶ୍ରୀଲଙ୍କାରେ ରାଜପକ୍ଷେଙ୍କ ଦଳକୁ ମିଳିଲା ବହୁମତ, ମୋଦି ଜଣାଇଲେ ଶୁଭେଚ୍ଛା

କଲମ୍ବୋ,୭।୮:ଶ୍ରୀଲଙ୍କା ହୋଇଥିବା ସାଧାରଣ ନିର୍ବାଚନରେ ମହିନ୍ଦ୍ରା ରାଜପକ୍ଷେଙ୍କ ଦଳ ବହୁମତ ହାସଲ କରିଛି। ଏହାସହ ରାଜପକ୍ଷେ ପୁଣିଥରେ ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ହେବା ହେବା ରାସ୍ତା ସଫା...

ତିବ୍ବତରେ ସମରାଭ୍ୟାସ କରୁଛି ଚାଇନା

ବେଜିଂ,୬।୧: ଚାଇନା ସେନା ଭାରତ ସୀମାକୁ ଲାଗି ରହିଥିବା ଉଚ୍ଚସ୍ଥାନ ତିବ୍ବତରେ ବଡ ଧରଣର ସମରାଭ୍ୟାସ କରୁଥିବା ସୂଚନା ମିଳିଛି। ସେଠାରେ ଚାଇନା ସେନା ପକ୍ଷରୁ...

Advertisement
Archives

Model This Week