Posted inUncategorized

ଆଣ୍ଠୁଗଣ୍ଠି ଯନ୍ତ୍ରଣାରୁ ଉପଶମ ସହିତ କିଡ୍‌ନୀ ଏବଂ ଲିଭର ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ପାଣିରୁ ଗ୍ଲାସେ…

ପ୍ରତିଦିନ ସକାଳେ ହଳଦି ପାଣି ପିଇଲେ ବହୁ ଫାଇଦା ମିଳିଥାଏ । ହଳଦି ପାଣିରେ କରକ୍ୟୁମିନ୍‌ ଅଧିକ ଥିବାରୁ ଆଣ୍ଠୁଗଣ୍ଠି ଯନ୍ତ୍ରଣା ଉପଶମ କରିବାରେ ଏହା ସହାୟକ ହୁଏ। ରକ୍ତ ଶର୍କରାସ୍ତରକୁ ଏହା ସ୍ବାଭାବିକ କରିଥାଏ। ଫଳରେ ଡାଇବେଟିସ୍‌ ରୋଗରୁ ମୁକ୍ତି ମିଳିଥାଏ। ହଳଦି ପାଣି ପିଇବା ଦ୍ୱାରା କିଡ୍‌ନୀ ଏବଂ ଲିଭର ଜନିତ ରୋଗ ଆଶଙ୍କା କମ୍‌ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହାଦ୍ୱାରା ପେଟ ସମସ୍ୟାରୁ ମୁକ୍ତି ମିଳେ । ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଥିବାରୁ ଏହା ଶରୀରକୁ ସତେଜ ରଖିବାରେ ସହାୟକ ହୋଇଥାଏ। ଅଧଗ୍ଲାସ ହଳଦି ପାଣି ନିୟମିତ ପିଇଲେ ରକ୍ତ ପରିଷ୍କାର ହୋଇଥାଏ। ଫଳରେ ମୁହଁରେ ବ୍ରଣ ଉଠି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ରାଉରକେଲା ଆଇଜିଏଚରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଉରକେଲା ଆଇଜିଏଚରେ ଶୁକ୍ରବାର ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଛି। ଭିଡିଓ କନଫରେନ୍ସସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ରାଉରକେଲା ରାଜ୍ୟର ୩ୟ...

ସ୍ନାନବେଦୀରେ ବିଶୃଙ୍ଖଳାରୀ ଚିହ୍ନଟ : ନୋଟିସ୍‌ ଜାରି କଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୪ା୬: ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସ୍ନାନନୀତି ସମ୍ପନ୍ନ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର କଟକଣା ସତ୍ତ୍ୱେ ସ୍ନାନବେଦୀରେ ହୋଇଛି ବିଶୃଙ୍ଖଳା। ସଂଖ୍ୟାଧିକ ସେବାୟତ ପ୍ରଶାସନର ନୀତିନିୟମ...

ସମ୍ପାଦକୀୟ/ପାଠ ନାହିଁ, ଫି’

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ୧୧ ଅଗଷ୍ଟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫି’ ବହୁମାତ୍ରାରେ ବୃଦ୍ଧି କରିଛି। ଅନୁସୂଚିତ ଜାତି...

ଶେଷରେ କପିଳାସ ଗଲା ନରହନ୍ତା ହାତୀ

ବନ୍ତଳା/ତାଳଚେର,୨୨।୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଥିବା ନରହନ୍ତା ଦନ୍ତା ହାତୀକୁ ଶେଷରେ କପିଳାସ ପଠାଯାଇଛି। ସୋମବାର ବନ ବିଭାଗ...

ବାଇକ୍‌ ପରି ଦୌଡୁଛି ସାଇକେଲ ପ୍ରୋମାନନ୍ଦଙ୍କ ନୂଆ ଉଦ୍ଭାବନ

ନୟାଗଡ଼ ଅଫିସ,୧୦ା୨(ଲୋକନାଥ ମିଶ୍ର): ବାଇକ୍‌ ପରି ଦୌଡୁଛି ସାଇକେଲ। ଷ୍ଟାର୍ଟ କରିବା ପରେ ଆକ୍ସିଲିରେଟର ବଢାଇବା କ୍ଷଣି ଏହାର ବେଗ ବଢ଼ୁଛି। ହର୍ନ ମଧ୍ୟ ବାଜୁଛି।...

ପହଁରିଲେ ସୁସ୍ଥ ରହେ ହୃତ୍‌ପିଣ୍ଡ

ଯଦି ଆପଣଙ୍କୁ ପହଁରିବା ପସନ୍ଦ ଥାଏ, ତେବେ ଖୁସି ହୋଇଯାନ୍ତୁ। କାରଣ ଏହା ହୃତ୍‌ପିଣ୍ଡ ଫିଟ୍‌ ରଖିବାରେ ସବୁଠୁ ଉତ୍ତମ ବ୍ୟାୟାମ୍‌। ନିକଟରେ ଆମେରିକାର ହାର୍ଭାର୍ଡ...

ଆଜି ନୂଆ ଏସ୍‌ସିବି କ୍ୟାମ୍ପସ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ ଅଫିସ୍‌, ୫ା୩: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ନୂଆ ରୂପ ପାଇବ। ଏଥିପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାୟ...


Coronavirus Update

Archives

Model This Week

Why Dharitri