Posted inଜାତୀୟ

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ଥିବାବେଳେ ଦ୍ୱିତୀୟର ତୀବ୍ରତା ୪.୮ ଥିବା ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଗୋଟିଏ ରାତିରେ ୨ ଥର ଭୂକମ୍ପ ହେବାରୁ ଘରେ ଥିବା ଲୋକେ ଭୟରେ ବାହାରକୁ ପଳାଇ ଆସିଥିଲେ। ପୁଣି ଭୂକମ୍ପ ହେବାର ଆଶଙ୍କା କରି ରାତିରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ସୂଚନାଯୋଗ୍ୟ, ଏଠାରେ ମେ ୨୧ ଏବଂ ୨୨ରେ ଭୂକମ୍ପ ଅନୁଭୁତ ହୋଇଥିଲା। ଆଣ୍ଡାମାନ ନିକୋବର ପ୍ରଶାନ୍ତ ମହାସାଗରର ରିଙ୍ଗ ଅଫ୍‌ ଫାୟାର ଅନ୍ତର୍ଗତ ରହିଥିବାରୁ ଏଠାରେ ଅନେକ ସମୟରେ ଭୂକମ୍ପ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

୮ କୋଟିରୁ ଅଧିକ ସମ୍ପତ୍ତି, ବାର୍ଷିକ ଆୟ ୧୭ ଲକ୍ଷ! ବିହାର ନୂଆ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ଜାଣିଲେ ଚମକି ପଡିବେ?

ପାଟନା,୧୪।୪: ବିହାର ରାଜନୀତିରେ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ତାରାପୁର ନିର୍ୱାଚନମଣ୍ଡଳୀର ବିଧାୟକ ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ପ୍ରମୁଖ ନେତା ସମ୍ରାଟ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri