ଆଣ୍ଡାମାନ ନିକୋବରରେ ସୁସ୍ଥ ହେଲେ ସମସ୍ତ ୧୧ କରୋନା ସଂକ୍ରମିତ

ପୋର୍ଟ ବ୍ଲେୟାର,୧୬।୪: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଆଣାମାନ ନିକୋବର ଦ୍ୱୀପ ମଧ୍ୟ ଏଥିରୁ ବାଦ୍‌ ପଡି ନ ଥିଲା। ଏଠାରେ ପ୍ରଥମେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏବେ ସମସ୍ତ ୧୧ ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଗୁରୁବାର ଆଣ୍ଡାମାନ ନିକୋବର ଦ୍ୱୀପର ମୁଖ୍ୟ ସଚିବ ଚେତନ ସାଙ୍ଘି ଏହି ସୂଚନା ଦେଇଛନ୍ତି। ଏହା ସେଠାକାର ଲୋକଙ୍କ ପାଇଁ ନିଶ୍ଚତ ରୂପେ ଖୁସି ଖବର। ଆମେରିକା ଭଳି ଶକ୍ତିଶାଳୀ ଦେଶ କରୋନା କବଳରେ ପଡି ଛଟପଟ ହେଉଥିବା ବେଳେ ଏଠାରେ ଦିନକୁ ହଜାର ହଜାର ଲୋକଙ୍କ ଜୀବନ ଯିବା ଟ୍ରମ୍ପ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି। ସେହିପରି ଭାରତ ମଧ୍ୟ କରୋନା ଯୁଦ୍ଧରେ ବିଜୟ ଲାଭ କରିବାକୁ ସର୍ବଦା ପ୍ରୟାସ କରି ଚାଲିଛି। ଏ କ୍ଷେତ୍ରରେ ଆଣ୍ଡାମାନ ନିକୋବର ଅନ୍ୟମାନଙ୍କ ପାଇଁ ଉଦାହରଣ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମଙ୍କ ନାମରେ ପର୍ଯ୍ୟଟନ ବିସ୍ତାର ଯୋଜନା: ୪୪୦ କୋଟିରେ ୬୧ ହେକ୍ଟର ଜମି କିଣିବେ ଯୋଗୀ ସରକାର

ନୂଆଦିଲ୍ଲୀ,୨।୧୧: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ନାମରେ ପର୍ଯ୍ୟଟନ ବିସ୍ତାର ପାଇଁ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ ସରକାର ଯୋଜନା କରିଛନ୍ତି। ଏନେଇ ଶ୍ରୀରାମଙ୍କ ଉପରେ ଆଧାରିତ ଏକ...

ନାଟକୀୟ ଢଙ୍ଗରେ ପୁଣିଥରେ କଂଗ୍ରେସରେ ଯୋଗଦେଲେ ବସନ୍ତ କୁମାର

ନୂଆଦିଲ୍ଲୀ,୫।୧୨: ମହାରାଷ୍ଟ୍ର ପରେ ଏପେ ପୁଣିଥରେ କର୍ନାଟକରେ ରାଜନୀତି ଡ୍ରାମା ଆରମ୍ଭ ହୋଇଯାଇଛି। ଦୁଇଦିନ ପୂର୍ବରୁ କଂଗ୍ରେସ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା...

୨୪ ଘଣ୍ଟାରେ ଲକ୍ଷେରୁ ଅଧିକ ସୁସ୍ଥ

ନୂଆଦିଲ୍ଲୀ, ୨୨।୯: ଭାରତ ପୃଥିବୀରେ ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦେଶରେ ଲକ୍ଷେ ଏକ ହଜାର ୪୬୮ ଜଣ କରୋନା ଆକ୍ରାନ୍ତ...

କଶ୍ମୀରର ୫୨ ଅଧିକାରୀ ବଦଳିଲେ

ନୂଆଦିଲ୍ଲୀ, ୧୯ା୯: ଜମ୍ମୁ-କଶ୍ମୀରରେ ବୁଧବାର ଏକ ବଡ଼ ଧରଣର ଅମଲାତାନ୍ତ୍ରିକ ଅଦଳବଦଳ କରାଯାଇଛି। ଦୁଇ ଆଇଏଏସ୍‌ ଅଧିକାରୀଙ୍କ ସହ ୫୨ ଜଣଙ୍କୁ ଅନ୍ୟତ୍ର ବଦଳି କରାଯାଇଛି।...

ହତ୍ୟା ଅପରାଧରେ ଆଜୀବନ କାରାଦଣ୍ଡକୁ କମାଇ ହେବ କି? ସୁପ୍ରିମ୍‌କୋର୍ଟ ନୋଟିସ ଜାରି କଲେ…

ନୂଆଦିଲ୍ଲୀ,୨୨।୭ : ହତ୍ୟା ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡାଦେଶ କ୍ଷେତ୍ରରେ ବ୍ୟକ୍ତିଗତ ସୁରକ୍ଷା ଅଧିକାର ଅଧାରରେ ଏହାର ସମୟ ସୀମାକୁ କମ୍‌ କରାଯାଇ...

ସକ୍ରିୟ ମାମଲା ୫୧ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ...

୪ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା

କୋଟ୍ଟାଇପଟ୍ଟିନମ୍‌,୨୦।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୪ ଭାରତୀୟ ଧୀବରଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ହୋଇଛି।...

ଉଦ୍ଧବଙ୍କ ଘରେ ବିଦ୍ରୋହ ! ଶିନ୍ଦେଙ୍କୁ ଭେଟିଲେ ବାଲାସାହେବ ଠାକରେଙ୍କ ବୋହୂ ସ୍ମିତା…

ମୁମ୍ବାଇ, ୨୭।୭ : ଶିବସେନା ବିଧାୟକମାନେ ବିଦ୍ରୋହ କରିବା ପରେ ମହାରାଷ୍ଟ୍ରରେ ଉଦ୍ଧବ ଠାକରେ କ୍ଷମତା ହରାଇଥିଲେ। ଏବେ ଦଳ ତାଙ୍କ ହାତରୁ ବାହାରକୁ ଯାଉଥିବା...

Advertisement
Archives

Model This Week