ଆଣ୍ଡାମାନ ଫେରିଲେ ନାବିକ ଅମ୍ରିତ

ପୁରୀ ଅଫିସ, ୩୧ା୧୦: ସମୁଦ୍ର ମଧ୍ୟରେ ସାଥୀଙ୍କୁ ହରାଇବା ସହ ପଥ ହୁଡ଼ି ୫୭ଦିନ ଧରି ଜୀବନ ସହ ସଂଘର୍ଷ କରି ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ଉପକୂଳରେ ପହଞ୍ଚିଥିବା ଆଣ୍ଡାମାନର ନାବିକ ଅମ୍ରିତ କୁଜୁର(୩୬) ନିଜ ଘରକୁ ଫେରିଯାଇଛନ୍ତି। ବୁଧବାର ଅପରାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ଡେପୁଟି କଲେକ୍ଟର ସୁମନ୍ତ କର ତାଙ୍କୁ ବିଦାୟ ଶୁଭେଚ୍ଛା ଜଣାଇଥିଲେ। ଏହାପରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ରିୟ ଜେନା ଅମ୍ରିତଙ୍କୁ ସାଥିରେ ନେଇ ଭୁବନେଶ୍ୱର ଯାଇଥିଲେ। ସନ୍ଧ୍ୟାରେ ଭୁବନେଶ୍ୱରରୁ ଉଭୟେ ବିମାନରେ କୋଲକାତା ଯାଇଛନ୍ତି। ଗୁରୁବାର ସକାଳେ କୋଲକାତାରେ ଅମ୍ରିତଙ୍କୁ ପୋର୍ଟବ୍ଲେୟାର ବିମାନରେ ବସାଇ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପୁରୀ ଫେରିଆସିବେ। ଅତିରିକ୍ତ ଜିଲାପାଳ କହିଛନ୍ତି, ଜିଲାପାଳ ବଲୱନ୍ତ ସିଂ ସେଠାକାର ଜିଲାପାଳଙ୍କ ସହ କଥା ହୋଇଛନ୍ତି। ପୋର୍ଟବ୍ଲେୟାରରେ ଅମ୍ରିତ ପହଞ୍ଚତ୍ବା ପରେ ସେଠାକାର ପ୍ରଶାସନ ତାଙ୍କୁ ତାଙ୍କ ଘରେ ଛାଡ଼ିବା ଲାଗି ବ୍ୟବସ୍ଥା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଗଜକଳ ଅବସରପ୍ରାପ୍ତ ଶ୍ରମିକଙ୍କୁ ମିଳୁନି ହକ୍‌

ଜୟପୁର, ୧୩।୫(ନି.ପ୍ର.): କାଗଜକଳ ଅବସରପ୍ରାପ୍ତ ଶ୍ରମିକମାନେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କ ପ୍ରୋଭିଡେଣ୍ଟ ଫଣ୍ଡରେ ଲକ୍ଷ ଲକ୍ଷ ଟଙ୍କା ଅଛି, ଲକ୍ଷ...

ମହିଳାଙ୍କୁ ହତ୍ୟା, ଗୁରୁତର ଅବସ୍ଥାରେ ଶିଶୁକନ୍ୟା ଉଦ୍ଧାର

ବାରିପଦା ଅଫିସ/ବାଙ୍ଗିରିପୋଷି,୪ା୩: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧୀନ ଦ୍ୱାରଶୁଣୀ ଘାଟିିରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେହିପରି କରଞ୍ଜିଆ ଥାନା ଅଧୀନ...

ରୋଗୀଙ୍କ ପର୍ସ, ମୋବାଇଲ୍‌, ଫେରାଇ ଆମ୍ବୁଲାନ୍ସ କର୍ମଚାରୀ ପ୍ରଶଂସିତ

ଭୁବନେଶ୍ୱର,୧୬।୩(ବ୍ୟୁରୋ)କେତେଜଣ ଲୋକ ଅଛନ୍ତି, ଯେଉଁମାନେ ମାନବିକତାକୁ ସର୍ବାଗ୍ରେ ରଖିଥାନ୍ତି। ଏକ ୧୦୮ ଆମ୍ବୁଲାନ୍ସର ୩ଜଣ କର୍ମଚାରୀ ମଧ୍ୟ ମାନବିକତା ଦେଖାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି।...

ଜମି ବିବାଦରୁ ହତ୍ୟା: ବଡ଼ଭାଇ ଖଣ୍ଡା ଚୋଟରେ ସାନଭାଇର ଜୀବନ ଗଲା

ସିମୁଳିଆ, ୧୫।୧୦(ଡି.ଏନ.ଏ.)-ଜମିବାଡ଼ି ବିବାଦକୁ କେନ୍ଦ୍ର କରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ବିଷ୍ଣୁପୁର ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ଭାଇ କୈଳାସ...

ଶିଳପୁଆରେ ମାଡ଼ମାରି ମା’ଙ୍କୁ ହତ୍ୟା: ଅଭିଯୁକ୍ତ ପୁଅ ଗିରଫ

ବରଗଡ଼ ଅଫିସ,୨୩।୭: ନିଜର ମା’ଙ୍କୁ ହତ୍ୟାକରି ପୁଅ ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଧାଙ୍ଗେର ଗ୍ରାମରେ।...

ସୂଚନା ଅଧିକାର ଅଧିନିୟମ ଫଳକରେ ଭୁଲ ସୂଚନା

କେନ୍ଦୁଝର,୨୦।୭:(ନରେଶ ପଟ୍ଟନାୟକ): କେନ୍ଦୁଝର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଲାଗିଥିବା ସୂଚନା ଅଧିକାର ଅଧିନିୟମ ଫଳକରେ ଭୁଲ ସୂଚନା ରହିଥିଲେ ହେଁ ସଂଶୋଧନ କରାଯାଉ ନ...

ହାତୀ ଆକ୍ରମଣରେ ବୃଦ୍ଧା ମୃତ

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ମହିଷାଲଣ୍ଡା ଗ୍ରାମରେ ରବିବାର ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସରସ୍ବତୀ ଜେନା।...

ଗଞ୍ଜାମ ଏନ୍‌ଏସି : ପିଛା ଛାଡୁନି ପାଣି ସମସ୍ୟା

ଗଞ୍ଜାମ,୨୩ା୫(ଡି.ଏନ୍‌.ଏ.): ଦିନକୁ ଦିନ ସହରରେ ତାତି ଅସହ୍ୟ ହେବାରେ ଲାଗିଛି। ସକାଳ ୮ଟାରୁ ସନ୍ଧ୍ୟା ପ୍ରାୟ ୫ଟା ଯାଏ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଯୋଗୁ...

Advertisement
Archives

Model This Week