Posted inଜାତୀୟ

ଆତଙ୍କବାଦକୁ ମୂଳପୋଛ କରିବାକୁ ଆମେରିକା ଭଳି ମଡେଲ ଆପଣେଇବାକୁ ପଡିବ: ବିପିନ ରାଓ୍ବତ

ନୂଆଦିଲ୍ଲୀ,୧୬।୧: ରାୟସିନା ଡାଏଲଗର ତୃତୀୟ ଦିନରେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଗୁରୁବାର ଦିଲ୍ଲୀରେ ଆୟୋଜିତ ଏକ ସଭାରେ ଉଦ୍‌ବୋଧନ ଦେବା ସମୟରେ ଆତଙ୍କବାଦକୁ ନେଇ କଥା ହୋଇଛନ୍ତି। ସେ କହିଛନ୍ତି ଆତଙ୍କବାଦକୁ ମୂଳପୋଛ କରିବାକୁ ହେଲେ ଆମକୁ ଆମେରିକା ଭଳି ମଡେଲ ଆପଣାଇବାକୁ ପଡିବ। ୯/୧୧ ପରେ ଆମେରିକା ଯେମିତି କରିଥିଲା ସେମିତି କରିବାକୁ ପଡିବ ବୋଲି ରାଓ୍ବତ କହିଛନ୍ତି। ଆତଙ୍କବାଦ ବିରୋଧରେ ଚାଲିଥିବା ଲଢେଇ ଜାରି ରହିଛି ବୋଲି ରାଓ୍ବତ କହିଛନ୍ତି। ଯେଉଁପର୍ଯ୍ୟନ୍ତ ଆତଙ୍କବାଦକୁ ପ୍ରୟୋଜିତ କରୁଥିବା ଦେଶ ରହିଥିବେ ସେପର୍ଯ୍ୟନ୍ତ ଆମକୁ ଆତଙ୍କବାଦର ସମ୍ନା କରିବାକୁ ପଡିବ। ତେଣୁ ଆମକୁ ନିର୍ଣ୍ଣାୟକ ଢଙ୍ଗରେ ଏହାର ମୁକାବିଲା କରିବାକୁ ପଡିବ ବୋଲି ରାଓ୍ବତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଂସା ଉସୁକାଇବା ଅଭିଯୋଗରେ କଂଗ୍ରେସର ପୂର୍ବତନ ମ୍ୟୁନିସିପାଲ କାଉନ୍‌ସିଲର ଗିରଫ

ନୂଆଦିଲ୍ଲୀ,୨୯।୨: ଉତ୍ତର-ପୂର୍ବ ଦିଲ୍ଲୀରେ ଗତ କିଛି ଦିନ ହେଲା ସାମ୍ପ୍ରଦାୟିକ ହିଂସା ପରେ ଏବେ ସ୍ଥିତି ସୁଧୁରିବାରେ ଲାଗିଛି। ସହରରେ ଦୋକାନ ବଜାର ଖୋଲିଥିବା ବେଳେ...

ଟ୍ରଷ୍ଟରୁ ବାଦ୍‌ ପଡ଼ିବାରୁ ନୃତ୍ୟଗୋପାଳ କ୍ଷୁବ୍ଧ

ଅଯୋଧ୍ୟା,୮ା୨(ପି.ଟି.): ରାମ ଜନ୍ମଭୂମି ନ୍ୟାସ ଅଧ୍ୟକ୍ଷ ମହନ୍ତ ନୃତ୍ୟଗୋପାଳ ଦାସ ନବଗଠିତ ରାମମନ୍ଦିର ଟ୍ରଷ୍ଟରୁ ବାଦ୍‌ ପଡ଼ିବା ପରେ କ୍ଷୁବ୍ଧ ହୋଇଛନ୍ତି। ତାଙ୍କୁ ମନାଇବା ପାଇଁ...

ଅଯୋଧ୍ୟାରେ ମସ୍‌ଜିଦ୍‌ ନିର୍ମାଣ ପାଇଁ ଏହି ସନ୍ଥ ଦାନ କରିବେ ପ୍ରଥମ ରୂପା ଇଟା

ଅଯୋଧ୍ୟା,୧୨।୮: ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ମନ୍ଦିରର ଶିଳାନ୍ୟାସ ପରେ ଏବେ ମସ୍‌ଜିଦ୍‌ ନିର୍ମାଣ ଉପରେ ବିଚାର କରାଯାଉଛି। ରାମ ମନ୍ଦିର...

ଜୁନ୍‌ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼

ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ...

ଦୁଷ୍ୟନ୍ତଙ୍କ ପାଇଁ ଖୁସି ଖବର: ଅଜୟଙ୍କୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ଭାଜପାକୁ ସମର୍ଥନ ଦେବାର ୨୪ ଘଣ୍ଟା ନ ପୁରୁଣୁ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତଙ୍କ ପାଇଁ ଆସିଛି ଖୁସି ଖବର। ତିହାର...

କରୋନାରେ ଜୀବନ ହାରିଲେ ୨୫ ବର୍ଷୀୟ ଯୁବ ଡାକ୍ତର

ନୂଆଦିଲ୍ଲୀ, ୧୫।୯: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଗତ ଏକ ମାସ ଧରି ଲଢ଼େଇ କରି ଶେଷରେ ୨୫ ବର୍ଷୀୟ ଜଣେ ଯୁବ ଡାକ୍ତର ମୃତ୍ୟୁବରଣ...

ତେଜସ୍‌ର ଦ୍ୱିତୀୟ ସ୍କ୍ବାଡ୍ରନ୍‌ ବାୟୁସେନାର ଫ୍ଲାଇଙ୍ଗ୍‌ ବୁଲେଟ୍ସ୍‌ରେ ସାମିଲ୍‌

କୋୟମ୍ବାଟୁର,୨୭।୫: ସୀମାରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ଭାରତୀୟ ବାୟୁସେନାରେ ବୁଧବାର ତେଜସ୍‌ର ଦ୍ୱିତୀୟ ସ୍କ୍ବାଡ୍ରନ୍‌କୁ ସାମିଲ୍‌ କରାଯାଇଛି। ତାମିଲନାଡୁର...

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ପ୍ରସିଦ୍ଧ ଅଭିନେତା

ମୁମ୍ବାଇ: ଭେଟେରାନ ଅଭିନେତା ଦିଲ୍ଲୀପ କୁମାର ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିୟମିତ ଚେକଅପ୍‌ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ତାଙ୍କ ସ୍ତ୍ରୀ ତଥା...

Advertisement


Archives

Model This Week

Why Dharitri