Posted inଜାତୀୟ

ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶକୁ ଏକଘରିଆ କରିବା ଆବଶ୍ୟକ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୫: ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶକୁ ଏକଘରିଆ କରିବାର ଆବଶ୍ୟକତା ରହିିଛି। ଏନେଇ ପୃଥିବୀର ସମସ୍ତ ଦେଶ ଏକତ୍ରିତ ହେବା ଉଚିତ ବୋଲି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଗୁରୁବାର କହିଛନ୍ତି। ମେ ୨୧ ଆତଙ୍କବାଦ ନିରୋଧୀ ଦିବସ ଅବସରରେ ସେ ଏଭଳି ମତପୋଷଣ କରିଛନ୍ତି। ଆତଙ୍କବାଦ ବିରୋଧରେ ଲଢ଼େଇ କରି ନିଜ ଜୀବନକୁ ଉତ୍ସର୍ଗ କରିଥିବା ବ୍ୟକ୍ତି ବିଶେଷଙ୍କ ପ୍ରତି ସେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଆତଙ୍କବାଦ ମନୁଷ୍ୟ ସମାଜର ଶତ୍ରୁ। ସୁରକ୍ଷାକର୍ମୀ ଆତଙ୍କବାଦ ବିରୋଧରେ ଲଢ଼େଇ ଜାରି ରଖିତ୍ଛନ୍ତି। ଏପରିସ୍ଥଳେ ସମଗ୍ର ମାନବ ସମାଜ ମଧ୍ୟ ଏଭଳି ଚିନ୍ତାଧାରା ବିରୋଧରେ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ରହିଥିବା ଉପରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

CJP ଆନ୍ଦୋଳନ, ଏଣ୍ଟ୍ରି ମାରିଲାଣି ପାକିସ୍ତାନ! ଲାଠିଚାର୍ଜକୁ ନେଇ କହିଲା ଏମିତି ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ/ଇସଲାମାବାଦ,୨୩।୭: NEET-UG ପେପର୍‌ ଲିକ ବିବାଦ ଏବଂ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କରାଯାଇଥିବା ପ୍ରତିବାଦ ଉପରେ ପାକିସ୍ତାନ ପ୍ରତିକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri