ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ପାକିସ୍ତାନ: ଆମେରିକା ରିପୋର୍ଟ

ଓ୍ବାଶିଂଟନ,୨।୧୧: ପାକିସ୍ତାନ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ରୋକିବାରେ ଅସଫଳ ହୋଇଛି। ଏନେଇ ଆମେରିକା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଆମେରିକା ବହିର୍ବ୍ୟାପାର ବିଭାଗ ଦ୍ୱାରା ପ୍ରକାଶ ପାଇଥିବା କଣ୍ଟ୍ରି ରିପୋର୍ଟ ଅନ୍‌ ଟେରୋରିଜିମ୍‌-୨୦୧୮ ରିପୋର୍ଟରେ ଏହା ସୂଚିତ ହୋଇଛି। ପାକିସ୍ତାନରେ ଆଫଗାନିସ୍ତାନର ତାଲିବାନ୍‌ ତଥା ହକ୍କାନି ଆତଙ୍କବାଦୀ ସଂଗଠନ ଦ୍ୱାରା ଭର୍ତ୍ତି କାର୍ଯ୍ୟକ୍ରମ ଓ ତାଲିମ୍‌ ଜାରି ରହିଛି। ପାକିସ୍ତାନର ରାଜନୈତିକ ନେତା ତାଲିବାନ୍‌ ଆତଙ୍କବାଦୀ ସଂଗଠନକୁ ଖୋଲାଖୋଲି ସମର୍ଥନ ଦେଉଥିବା ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୮ ଜୁଲାଇରେ ଜମାତ୍‌-ଉଦ୍‌-ଦାଓ୍ବା ମୁଖ୍ୟ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ ମିଲ୍ଲି ମୁସଲିମ୍‌ ଲିଗ୍‌ ଗଠନ କରି ନିର୍ବାଚନ ମଧ୍ୟ ଲଢ଼ିଥିବା ରିପୋର୍ଟରେ ଦର୍ଶାଯାଇଛି। ଇତିମଧ୍ୟରେ ପାକିସ୍ତାନରେ ସକ୍ରିୟ ଥିବା ଲଶ୍ମର-ଇ-ତୋଏବା, ଜୈଶ୍‌-ଇ-ମହମ୍ମଦ୍‌ ଏବଂ ଜମାତ୍‌-ଉଦ୍‌-ଦାଓ୍ବା ଆତଙ୍କବାଦୀ ସଂଗଠନର ପାଣ୍ଠି ସଂଗ୍ରହ ଲଗାତାର ବଢୁଥିବା ଏହି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri