ଆତଙ୍କବାଦୀଙ୍କୁ ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍‌ଙ୍କ ପରାମର୍ଶ

ଇସଲାମାବାଦ୍‌,୧୯।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଆତଙ୍କବାଦୀଙ୍କୁ ପରାମର୍ଶ ଦେଇଛନ୍ତି। ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍‌ କହିଛନ୍ତି। ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ତୋରଖାମ୍‌ ଟର୍ମିନାଲର ଲୋକାର୍ପଣ ଉତ୍ସବରେ ଯୋଗଦେଇ ସେ ଏପରି କହିଛନ୍ତି। ଭାରତ ବିନା ସୂଚନାରେ ଯେ କୌଣସି ପଦକ୍ଷେପ ଗ୍ରହଣ କରିବାର ସମ୍ଭାବନା ଥିବା ନେଇ ଇମ୍ରାନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

ଶାନ୍ତି ଚୁକ୍ତିରେ ଏହି ୧୪ ସର୍ତ୍ତ ରଖିଛି ଇରାନ

ତେହରାନ,୧୫ା୬: ଆମେରିକା ସହ ପ୍ରସ୍ତାବିତ ୧୪ ସୂତ୍ରୀ ସର୍ତ୍ତ ଜାରି କରିଛି ଇରାନ। ଅନ୍ତର୍ଜାତୀୟ ମିଡିଆ ରିପୋର୍ଟ ଅନୁସାରେ, ଏହି ଦାବିଗୁଡ଼ିକ ହେଲା ୩୦ ଦିନ ଭିତରେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଆମେରିକା-ଇରାନର ଶାନ୍ତି ଚୁକ୍ତିକୁ ବିଶ୍ୱର ସ୍ବାଗତ

ଓ୍ବାଶିଂଟନ,୧୫ା୬: ଇରାନ-ଆମେରିକା ଶାନ୍ତି ଚୁକ୍ତି ପାଇଁ ରାଜି ହୋଇଥିବାରୁ ସାରା ବିଶ୍ୱ ଏହାକୁ ସ୍ବାଗତ କରିଛି। କତାର, ତୁର୍କି, ବ୍ରିଟେନ, ଜର୍ମାନୀ ଓ ଫ୍ରାନ୍ସ ଆଦି ଦେଶ…

ଶାନ୍ତି ଚୁକ୍ତି ପାଇଁ ଆମେରିକା-ଇରାନ ରାଜି, ଖୋଲିବ ହର୍ମୁଜ, ଅବରୋଧ ହଟାଇ…

ଓ୍ବାଶିଂଟନ,୧୫ା୬: ଐତିହାସିକ ଶାନ୍ତି ଚୁକ୍ତି ପାଇଁ ଆମେରିକା ଏବଂ ଇରାନ ସହମତି ପ୍ରକାଶ କରିଛନ୍ତି। ଶୁକ୍ରବାର ସ୍ବିଜରଲାଣ୍ଡ ଜେନେଭାରେ ଏହି ଐତିହାସିକ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri