ଆତଙ୍କବାଦୀଙ୍କୁ ସହାୟତା: ପାକିସ୍ତାନକୁ ଚେତାବନୀ ଦେଲା ବ୍ରିଟେନ୍‌

ଲଣ୍ଡନ,୧୬।୧: ପାକିସ୍ତାନ ଆତଙ୍କବାଦୀଙ୍କୁ ସହାୟତା ଜାରି ରଖିଛି। ଏନେଇ ବ୍ରିଟେନ୍‌ ପକ୍ଷରୁ ଗୁରୁବାର ପାକିସ୍ତାନକୁ ଚେତାବନୀ ଦିଆଯାଇଛି। ଆତଙ୍କବାଦ ବିରୋଧରେ ପାକିସ୍ତାନ ଆବଶ୍ୟକ ପଦକ୍ଷେପ ଗ୍ରହଣ ନ କଲେ ଅଗାମୀ ଦିନରେ ଫାଇନାନ୍ସିଆଲ ଆକ୍ସନ୍‌ ଟ୍ୟାସ୍କ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ପକ୍ଷରୁ କଡ଼ା କଟକଣା ଜାରି କରାଯିବ ବୋଲି ବ୍ରିଟେନ୍‌ ବହିର୍ବ୍ୟାପାର ମନ୍ତ୍ରୀ ଗାରେଥ୍‌ ବେଲେ ସୂଚନା ଦେଇଛନ୍ତି। ପାକିସ୍ତାନ ବିରୋଧରେ ଏସମ୍ପର୍କିତ ସମସ୍ତ ତଥ୍ୟ ଏଫ୍‌ଏଟିଏଫ୍‌ ବୈଠକରେ ଉପସ୍ଥାପନ କରାଯିବ। ଆତଙ୍କବାଦୀ ସଂଗଠନ ପାକିସ୍ତାନରେ ରହି କାର୍ଯ୍ୟ କରୁଥିବା ପ୍ରମାଣିତ ହୋଇଛି। ଏହାଯୋଗୁ ଦକ୍ଷିଣ ଏସିଆ ଅଞ୍ଚଳରେ ଗୁରୁତର ସମସ୍ୟା ସୃଷ୍ଟି ହେଉଥିବା ଗାରେଥ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲା ପାକ୍‌ର ଆଣବିକ ଚୋରା କାରବାର

ଓ୍ବାଶିଂଟନ,୧୮ା୧ : ପାକିସ୍ତାନ ତା’ର ଆଣବିକ ଚୋରା କାରବାର ଏବଂ ବେଆଇନ ଭାବେ କ୍ଷେପଣାସ୍ତ୍ର ଜ୍ଞାନକୌଶଳ ହାସଲ କରିବା କାର୍ଯ୍ୟ ଜାରି ରଖିଥିବା ପୁଣିଥରେ ପଦାକୁ...

ଏଲନ ମସ୍କଙ୍କ ମ୍ୟାନେମେଣ୍ଟ ଉପରେ ଅସନ୍ତୁଷ୍ଟ ହୋଇ ଏହି ଦେଶର ଶାସକ ଦଳ ଛାଡିଲା ଟୁଇଟର

ଲ୍‌ୟୁବ୍ଲୟାନା,୨୭ ।୧୧: ଟୁଇଟରର ନୂଆ ମାଲିକ ଏଲନ ମସ୍କ ଏହି ମାଇକ୍ରୋ ବ୍ଲଗିଙ୍ଗ ସାଇଟରେ ଲାଗତାର ପରିବର୍ତ୍ତନ କରି ଚାଲିଛନ୍ତି । ଏଥିରେ ବ୍ଲୁ ଟିକକୁ...

୨ଫୁଟ ବରକୁ ୬ ଫୁଟ କନ୍ୟା

ଇସଲାମାବାଦ,୨୨।୧୧: ପାକିସ୍ତାନ ବାସିନ୍ଦା ବୁରହାନ ଚିସ୍ତିଙ୍କ ଉଚ୍ଚତା ୨ ଫୁଟ୍‌। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତାହା ପୁଣି...

ୟୁକ୍ରେନ୍‌ରେ ଯୁଦ୍ଧର ପଦଧ୍ୱନୀ, ଆମେରିକା ମୁତୟନ କଲା ସୈନ୍ୟ…

ଓ୍ବାଶିଂଟନ, ୩।୨ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ହେବାର ଭୟ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ସପ୍ତାହରେ ପୋଲାଣ୍ଡ ଏବଂ ଜର୍ମାନୀକୁ...

ପାକିସ୍ତାନରେ ୫୮ ସ୍କୁଲ ଏବଂ ୩୦ ହସ୍ପିଟାଲ ନିର୍ମାଣ କରିବ ଚାଇନା

ଇସଲାମାବାଦ୍‌/ବେଜିଂ,୨୮।୧୦: ପାକିସ୍ତାନରେ ଚାଇନା ୫୮ ସ୍କୁଲ ଏବଂ ୩୦ ହସ୍ପିଟାଲ ନିର୍ମାଣ କରିବ। ପାକିସ୍ତାନର ଖାଇବର ପସ୍ତୁତଖ୍ବା ପ୍ରଦେଶରେ ଏହି ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହେବ।...

ଜୁଲିଆନ୍‌ ଆସେଞ୍ଜଙ୍କୁ ମୁକ୍ତ କର

ମେଲବୋର୍ନ, ୪!୭: ଅଷ୍ଟ୍ରେଲିଆ ଜନ୍ମିତ ଓ୍ବିକିଲିକ୍ସ ପ୍ରତିଷ୍ଠାତା ଜୁଲିଆନ୍‌ ଆସେଞ୍ଜ ରବିବାର ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଲଣ୍ଡନରେ ଆସେଞ୍ଜଙ୍କ ଜନ୍ମଦିନ ପାଳନ...

ଥରିଲା ଜାପାନ

ଟୋକିଓ,୧୯ା୬: ଜାପାନର ଇଶିକାଓ୍ବା ପ୍ରାନ୍ତ ନୋଟୋ ଅଞ୍ଚଳରେ ଭୟଙ୍କର ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହା ତୀବ୍ରତା ୫.୪ ଥିଲା। ଭୂକମ୍ପ ପ୍ରଭାବରେ ସୁନାମୀ ଆସିବାର...

ରାଗିଗଲେ ପ୍ରସିଦ୍ଧ ବକ୍ସର ମାଇକ ଟାଇସନ, ପ୍ରଶଂସକ ହେଲେ ରକ୍ତମୁଖା

ଫ୍ଲୋରିଡା,୨୨।୪:ବକ୍ସିଂ ଦୁନିଆରେ ମାଇକ ଟାଇସନ ଏକ ବଡ ନାମ। ତାଙ୍କ କ୍ୟାରିୟରରେ ଏହି ସେ ବଡ଼ ବଡ଼ ବକ୍ସରଙ୍କୁ ପାଣି ପିଆଇ ଦେଇଛନ୍ତି। କିନ୍ତୁ ବକ୍ସିଂ...

Advertisement
Archives

Model This Week